ହକି ଇଣ୍ଡିଆ ଲିଗ୍: ଷ୍ଟାଡିୟମ ଯିବାକୁ ବାଧ୍ୟତାମୂଳକ ପଞ୍ଜୀକରଣ ନିୟମକୁ ପ୍ରତ୍ୟାହାର କରାଗଲା
ରାଉରକେଲା:ହକି ପ୍ରେମୀଙ୍କ ପାଇଁ ଖୁସି ଖବର । ହିରୋ ହକି ଇଣ୍ଡିଆ ଲିଗ୍ ୨୦୨୪ମ୍ୟାଚକୁ ଦେଖିବାକୁ ପାସ୍ ଓ ଟିକେଟର ଆବଶ୍ୟକତା ନାହିଁ । ଏନେଇ ସୂଚନା ଦେଇଛନ୍ତି ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲୀପ ତିର୍କୀ । ଏଥର ଦର୍ଶକ ସିଧାସଳଖ ଷ୍ଟାଡିୟମ ଭିତରକୁ ପ୍ରବେଶ କରି ପାରିବେ ।…