Latest Odisha News

BREAKING NEWS

Browsing Tag

Latest Sports News

ଶତକୀୟ ଇନିଂସ ସହ ପ୍ରଥମ ଦିନରେ ୩ଟି ବଡ଼ ରେକର୍ଡ କଲେ ବ୍ୟାଟର ଜୟସ୍ୱାଲ

ବିଶାଖାପାଟନମ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଯଶସ୍ୱୀ ଜୟସ୍ୱାଲଙ୍କ ନାମରେ ହୋଇଛି। ସେ ୧୭୯ ରନର ବିଶାଳ ସ୍କୋର ଛିଡ଼ା କରି ଅପରାଜିତ ରହିଛନ୍ତି। ତାଙ୍କର ଚମତ୍କାର ଇନିଂସ ଯୋଗୁଁ ଭାରତ ପ୍ରଥମ ଦିନରେ ୯୩ ଓଭରରେ ୬ ୱିକେଟ୍ ହରାଇ ୩୩୬ ରନ୍ ସଂଗ୍ରହ…

ଆଜି ଠାରୁ ହାଇଦ୍ରାବାଦ ଟେଷ୍ଟ, ଘରୋଇ ଦଳର ଏଭଳି ରହିଛି ରେକର୍ଡ

ହାଇଦ୍ରାବାଦ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆରମ୍ଭ ହେବ। ୬ ବର୍ଷ ପରେ ହାଇଦ୍ରାବାଦରେ ଏକ ଆନ୍ତର୍ଜାତୀୟ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଶେଷ ଥର ପାଇଁ ଟିମ୍ ଇଣ୍ଡିଆ ୨୦୧୮ରେ…

ଅବସର ଘୋଷଣା କଲେ ଅନ୍ତର୍ଜାତୀୟ ମହିଳା ବକ୍ସର ମେରି କମ

ନୂଆଦିଲ୍ଲୀ: ଭାରତର ଅନ୍ତର୍ଜାତୀୟସ୍ତରର ଷ୍ଟାର ମହିଳା ବକ୍ସର ମେରି କମ ଅବସର ଘୋଷଣା କରିଛନ୍ତି। ମେରି କମଙ୍କ ଏହି ଘୋଷଣା ପ୍ରଶଂସକଙ୍କୁ ଝଟକା ଦେଇଛି। ଅତ୍ୟଧିକ ବୟସକୁ ଅବସରର କାରଣ ଦର୍ଶାଇଛନ୍ତି ମେରି। ମେରି କମ୍ ୬ଥର ବିଶ୍ୱ ଚାମ୍ପିଅନ୍ ଏବଂ ୨୦୧୨ ଅଲିମ୍ପିକ୍ ପଦକ ବିଜେତା। ତାଙ୍କର…

ଆଜି ଦ୍ୱିତୀୟ ଟି୨୦: ବଦଳିପାରେ ଭାରତର ଚୂଡ଼ାନ୍ତ ଏକାଦଶ; ବିରାଟଙ୍କ ସହ ଏହି ଘାତକ ବୋଲରଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ: ଇନ୍ଦୋରର ହୋଲକର ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚରେ ଭାରତ ବିଜୟ ହାସଲ କରିସାରିଛି। ଦ୍ୱିତୀୟ ମ୍ୟାଚରେ ବିଜୟ ହାସଲ ସହିତ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଘରୋଇ ଦଳ। ତେବେ ଏଥିପାଇଁ ଚୂଡା଼ନ୍ତ…