ମିସାଇଲ୍ ଆକାଶର ସଫଳ ପରୀକ୍ଷଣ, ଡିଆରଡିଓକୁ ସଫଳତା
ବାଲେଶ୍ବର : ଭୂ-ପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରୁଥିବା ମିସାଇଲ ଆକାଶର ସଫଳ ପରୀକ୍ଷଣ ହୋଇଛି । ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ମିସାଇଲ ଆକାଶର ସଫଳ ପରୀକ୍ଷଣ କରାଯାଇଛି । ଅପରାହ୍ଣ ୨ଟା ୨୫ରେ ମିସାଇଲ ଆକାଶ-ଏନଜିକୁ ଭୂ-ପୃଷ୍ଠରୁ ଉତକ୍ଷେପଣ କରାଯାଇଥିଲା ।…