Latest Odisha News

BREAKING NEWS

Browsing Tag

Law and Order

ଓଡ଼ିଶାର ଆଇନଶୃଙ୍ଖଳା ନେଇ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ, ଜବାବ ଦେଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଏବଂ ଏହା ହିଁ ବାସ୍ତବତା ବୋଲି ଝାରସୁଗୁଡାରେ ନାବାଳକ ସମର୍ଥଙ୍କ ହତ୍ୟା ଘଟଣାରେ ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓଡ଼ିଶାରେ ବାସ୍ତବ ରୂପ…

ବିଧାନସଭା ବାହାରେ ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଟାର୍ଗେଟ୍

ଭୁବନେଶ୍ୱର: ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ବାହାରେ ବିରୋଧୀଙ୍କ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଅଭିଯୋଗର ଜବାବ ରଖିଛନ୍ତି ନବୀନ । କହିଛନ୍ତି, ଓଡ଼ିଶାରେ ଆଇନ୍ ଶୃଙ୍ଖଳା ସ୍ଥିତି ପାଇଁ ପୁଞ୍ଜିନିବେଶ ଆସୁଛି । ଯଦି ରାଜ୍ୟରେ ଆଇନ୍ ଶୃଙ୍ଖଳା…

୨୦୨୨ରେ ରାଜ୍ୟରେ ବଢିଛି ୧୪.୬୫% ଧର୍ତ୍ତବ୍ୟ ଅପରାଧ, ତେବେ ଆଇନଶୃଙ୍ଖଳା ସ୍ଥିତି ଶାନ୍ତିପୂର୍ଣ୍ଣ

ଭୁବନେଶ୍ୱର : ଗୃହ ବିଭାଗ ଶ୍ୱେତପତ୍ର ଅନୁସାରେ ରାଜ୍ୟରେ ୨୦୨୨ ମସିହାରେ ଧର୍ତ୍ତବ୍ୟ ଅପରାଧ ହାର ପ୍ରାୟ ୧୪.୬୫% ବୃଦ୍ଧି ପାଇଛି । ୨୦୨୧ ମସିହାରେ ରାଜ୍ୟରେ ମୋଟ ୧ଲକ୍ଷ ୫୫ହଜାର ୪୨୦ଟି ଧର୍ତ୍ତବ୍ୟ ଅପରାଧ ପଞ୍ଜିକୃତ ହୋଇଥିବାବେଳେ ୨୦୨୨ ମସିହାରେ ଏହି ସଂଖ୍ୟା ୧ଲକ୍ଷ ୭୮ହଜାର ଛୁଇଁଛି ।…