Latest Odisha News

BREAKING NEWS

Browsing Tag

Laxman Sahoo

ଆଲୋକର ପର୍ବ ଦୀପାବଳି

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ଦୀପାବଳି ଭାରତୀୟମାନଙ୍କର ଏକ ଆଲୋକର ପର୍ବ । ଏହି ପର୍ବ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନେ ଏହାକୁ ଏକ ମୁଖ୍ୟ ପର୍ବ ଭାବେ ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରନ୍ତି । ରଙ୍ଗିନ୍ ସାଜସଜ୍ଜା ସହ ଦୀପାବଳିରେ ଜଳୁଥିବା…

ବିଶ୍ୱପ୍ରାଣ ଉତ୍କଳମଣି 

ଉତ୍କଳମଣିଙ୍କ ଜୟନ୍ତୀ ଉପଲକ୍ଷେ ........ ବିଶ୍ୱହିତେ  ଦୀନ,  ଦୁଃଖୀ,  ରଙ୍କୀର  ଆଖି  ଲୁହ  ଯାହାଙ୍କୁ  ବ୍ୟଥା  ମୂର୍ଚ୍ଛିତ   କରେ,  ଦଧିଚୀ  ଭଳି  ଯେ  ଆତ୍ମବଳୀ  ଦେଇଥିଲେ,  ସେ  ହେଉଛନ୍ତି  ଉତ୍କଳର  ଚଳନ୍ତି  ଦେବତା,  ଦୀନ  ଦରିଦ୍ରର  ବନ୍ଧୁ  ଉତ୍କଳରମଣି ଗୋପବନ୍ଧୁ  ଦାସ  । …

ପୂଜ୍ୟା ମା’ ମନୋରମା

ପୂଜ୍ୟା ମା' ମନୋରମାଙ୍କ ଅବର୍ତ୍ତମାନରେ ସ୍ମୁତି ଚାରଣ ସବୁ ବିଶେଷଣ ଉର୍ଦ୍ଧ୍ବରେ ଯେ ସେ ମା' । ମା' ମଧୁର ଶବ୍ଦ, ଯାହାର ତୁଳନା ନାହିଁ । ସ୍ୱତଃ ମା' ଉଚ୍ଚାରଣ ହୋଇଯାଏ ସେତେବେଳେ ଯେତେବେଳେ ସ୍ନେହ, ମମତାର ଡୋରିରେ ଜଣେ ମା' ନିକଟରେ ଜଣେ ବାନ୍ଧି ହୋଇଯାଏ । ତାଙ୍କର ପ୍ରେରଣା,…

ଜ୍ଞାନଦାତା ଶ୍ରୀଗଣେଶାୟଂ

ଓଁ ନମୋ ଗଣେଶାୟ ବିଘ୍ନେଶ ଗିରିଜା ନନ୍ଦନ ପ୍ରଭୃ !  ସର୍ବବିଘ୍ନ ନିହତ୍ୟାଶୁ ସର୍ବସିଦ୍ଧ ପ୍ରଦୋଭବ ।" ପବିତ୍ର ଗଣେଶ ପୂଜା ଉତ୍କଳରେ ନୁହେଁ, ହିମାଳୟଠାରୁ କୁମାରୀକା ପର୍ଯ୍ୟନ୍ତ ସମଗ୍ର ଭାରତ ବର୍ଷରେ ପାଳିତ ହେଉଛି । ଗଣେଶ ଜ୍ଞାନଦାତା, ବିଦ୍ୟାଦାତା, ବିଘ୍ନ ବିନାଶକାରୀ ପ୍ରଭୃ ଗଣନାଥ…

ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍

ଲକ୍ଷ୍ମଣ ସାହୁ ଗୀତାରେ ସ୍ୱୟଂ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି- "ଯଦା ଯଦାହି ଧର୍ମସ୍ୟ ଗ୍ଳାନିର୍ଭବତି ଭାରତ / ଅଭ୍ୟୁତ୍ଥାନମ୍ ଅଧର୍ମସ୍ୟ ତଦାତ୍ମାନଂ ସୃଜାମ୍ୟହମ୍ । ପରିତ୍ରାଣାୟ ସାଧୁନାଂ ବିନାଶାୟଚ ଦୃଷ୍କୃତାମ୍ / ଧର୍ମ ସଂସ୍ଥାପନାର୍ଥାୟ ସମ୍ଭବାମି ଯୁଗେ ଯୁଗେ ।" ଅର୍ଥାତ୍ ହେ…