Latest Odisha News
Browsing Tag

Leader of Opposition Pradipta Naik

ହସ୍ପିଟାଲରୁ ବିଧାନସଭା ଅଧିବେଶନରେ ଯୋଡ଼ି ହେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ହସ୍ପିଟାଲରୁ ବିଧାନସଭା ଅଦିବେଶନରେ ଯୋଡ଼ି ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ଭିଡିଓ କନଫରେନ୍ସିଂ ଜରିଆରେ ସେ ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏହାପରେ ଟ୍ୱିଟ୍ କରି ଜଣାଇଛନ୍ତି ପ୍ରଦୀପ୍ତ ନାଏକ । ସେ ଲେଖିଛନ୍ତି, ସମ୍ପୂର୍ଣ୍ଣ ଭାବରେ ସୁସ୍ଥ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ କରୋନା

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ । ବହୁବାର ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ଟ୍ୱିଟ୍ କରି ନିଜେ ପ୍ରଦୀପ୍ତ ନାଏକ ସୂଚନା ଦେଇଛନ୍ତି । ଗତ ପାଞ୍ଚ ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ୍ ଟେଷ୍ଟ କରିବା ପାଇଁ…

ଅଡିଓ ଭାଇରାଲ୍ ପ୍ରସଙ୍ଗ: ବିଧାନସଭାରେ ପ୍ରଦୀପ୍ତ-ବ୍ୟୋମକେଶ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ଚାନ୍ଦବାଲି ବିଧାୟକ ବ୍ୟମୋକେଶ ରାୟଙ୍କ ଅଡ଼ିଓ ଭାଇରାଲ ପ୍ରସଙ୍ଗ । ଏହି ଘଟଣାକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ ବ୍ୟୋମକେଶ ରାୟ ମୁହାଁମୁହିଁ ହୋଇଛନ୍ତି । ଆଜି ଶୂନ୍ୟକାଳରେ ଏହି ପ୍ରସଙ୍ଗକୁ ଉଠାଇ ଉଦବେଗ ପ୍ରକାଶ କରିଥିଲେ ପ୍ରଦୀପ୍ତ ନାଏକ । ସେ…