ବର୍ଷା ଆଲର୍ଟ, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାକୁ ଏସଆରସିଙ୍କ ଚିଠି। ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଚିଠିରେ ସତର୍କ କରାଯାଇଛି । ଏହାସହ ତଳିଆ ଅଞ୍ଚଳରେ ଜଳମଗ୍ନ ଓ ଭୂସ୍ଖଳନ ହେବାର ଆଶଙ୍କା ଥିବାରୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି ।…