Latest Odisha News

BREAKING NEWS

Browsing Tag

lifestyle

ଚର୍ମ ପାଇଁ ଏହି ଖାଦ୍ୟ ଅଭିଶାପ ସଦୃଶ…

ଭୁବନେଶ୍ବର: କିଛି ଜିନିଷ ଆମ ଚର୍ମ ପାଇଁ ଜହର ଭାବେ କାମ କରେ । ଏହାର ସିଧା ପ୍ରଭାବ ଆମ ଚର୍ମ ଉପରେ ପଡେ । ଦୈନନ୍ଦିନ ଖାଉଥିବା ଖାଦ୍ୟ ବେଶ୍ ଆମ ଶରୀର ଉପରେ ପ୍ରଭାବ ପକାଏ । ତେବେ ଆସନ୍ତୁ ଜାଣିବା କେଉଁ କେଉଁ ଜିନିଷ ଆମ ଚର୍ମ ପାଇଁ ଅଭିଶାପ ସଦୃଶ.. -ଚିନି ଧଳା ଜହର ଅଟେ । ମାତ୍ରାଧିକ…

ମାତ୍ରାଧିକ ଶୁଖିଲା ଫଳ ସୃଷ୍ଟି କରିପାରେ ସ୍ୱାସ୍ଥ୍ୟ ସମସ୍ୟା

ପୁଷ୍ଟିକର ଉପାଦନରେ ଭରପୂର ସମସ୍ତ ପ୍ରକାର ଡ୍ରାଏ ଫ୍ରୁଟ୍ସ ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମଧ୍ୟ ପ୍ରତିଦିନ ଖାଦ୍ୟରେ ଡ୍ରାଏ ଫ୍ରୁଟ୍ସ ଯୁକ୍ତ କରିବା ପାଇଁ ପରାମର୍ଶ ଦିଅନ୍ତି। କିନ୍ତୁ ବେଳେ ବେଳେ ଏହି ଡ୍ରାଏ ଫ୍ରୁଟ୍ସ ଲାଭ ବଦଳରେ କ୍ଷତି ପହଞ୍ଚାଇପାରେ। କାରଣ…

ଥାଇରଏଡ୍ ଥିଲେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ

ଭୁବନେଶ୍ୱର : ଥାଇରଏଡ୍ ଏକ ଗ୍ରନ୍ଥି ଜନିତ ସମସ୍ୟା। ଏହି ରୋଗ ପୁରୁଷଙ୍କ ଅପେକ୍ଷା ମହିଳାମାନଙ୍କଠାରେ ଅଧିକ ଦେଖାଯାଏ। ଏକ ସର୍ବେକ୍ଷଣରୁ ଜଣାପଡିଛି ଯେ, ଭାରତରେ ପ୍ରତି ୮ ଜଣ ମହିଳାଙ୍କ ମଧ୍ୟରୁ ଜଣଙ୍କର ଥାଇରଏଡ୍ ସମସ୍ୟା ରହିଛି। ମୋଟ ଉପରେ, ଦେଶରେ ୪.୨ କୋଟିରୁ ଅଧିକ ଲୋକ ଏହି ରୋଗରେ…

ହଜମ ପ୍ରକ୍ରିୟାକୁ ଠିକ କରିବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

ଜୀବନଶୈଳୀରେ ପରିବର୍ତ୍ତନ କାରଣରୁ ଅନେକ ଲୋକ ହଜମଜନିତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦି ହଜମ ପ୍ରକ୍ରିୟାରେ କୌଣସି ସମସ୍ୟା ନାହିଁ, ତେବେ ସ୍ୱାସ୍ଥ୍ୟରେ ମଧ୍ୟ କୌଣସି ସମସ୍ୟା ଦେଖାଯିବାର ନାହିଁ। ମୋଟା ମୋଟି ଭାବେ ଉତ୍ତମ ସ୍ୱାସ୍ଥ୍ୟର ରହସ୍ୟ ଏକ ଭଲ ହଜମ ପ୍ରକ୍ରିୟା ବୋଲି ବିବେଚନା…

କର୍ମଜୀବୀ ଲୋକ କିପରି ନେବେ ହୃଦୟର ଯତ୍ନ

ବିଶ୍ୱରେ ହୃଦରୋଗ ସମସ୍ୟା ପାଇବାରେ ଲାଗିଛି। ଖରାପ ଜୀବନଶୈଳୀ, ଖାଦ୍ୟ ଅଭ୍ୟାସ ଏବଂ ଚାପ ରୋଗକୁ ବଢ଼ାଉଛି। କୋଭିଡ୍ କାରଣରୁ ମଧ୍ୟ ହୃଦଘାତ ହେବାର ସମ୍ଭାବନା ଥିବା ଅନୁସନ୍ଧାନରୁ ଜଣାପଡ଼ିଛି। ଏସବୁ ମଧ୍ୟରେ ହୃଦରୋଗର ସବୁଠୁ ବଡ଼ କାରଣ ହେଉଛି ଚାପ। ଆଉ କର୍ମଜୀବୀ ଲୋକମାନେ ବିଶେଷ କରି ଚାପର…

ଖାଲି ପେଟରେ କରନ୍ତୁ ନାହିଁ ବ୍ୟାୟାମ

ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ସହିତ ନିୟମିତ ଭାବରେ ବ୍ୟାୟାମ କରିବା ଆବଶ୍ୟକ । ଶରୀରର ଓଜନ କମ କରିବା ପାଇଁ ମଧ୍ୟ କିଛି ଲୋକ ନିୟମିତ ଭାବରେ ବ୍ୟାୟାମ କରିଥାନ୍ତି, ବିଶେଷ କରି ସକାଳେ । କିନ୍ତୁ ଖାଲି ପେଟରେ ଯଦି ଆମେ ବ୍ୟାୟାମ କରିବା ତେବେ ତାହା ଓଜନ ହ୍ରାସ କରିବା ପରିବର୍ତ୍ତେ ଏହା ଆପଣ…

ଦେହ ପାଇଁ ଏହି ଫଳ ସାଜିଥାନ୍ତି ରାମବାଣ, ଶରୀରକୁ ରଖିଥାନ୍ତି ସୁସ୍ଥ

ଭୁବନେଶ୍ଵର: ପାଣିପାଗ ପରିବର୍ତ୍ତନ ସମୟରେ ଆମେ ମାନେ ଆମର ଶରୀର ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଜରୁରୀ। ଏଥିପାଇଁ ଆମ ଖାଦ୍ୟ ଶୃଙ୍ଖଳକୁ ସଠିକ ଢଙ୍ଗରେ ପ୍ରସ୍ତୁତ କରିବାର ଆବଶ୍ୟକ ରହିଛି। ଖାଦ୍ୟ ଶୃଙ୍ଖଳରେ ଫଳକୁ ସାମିଲ କରିବାର ଆବଶ୍ୟକ ମଧ୍ୟ ବେଶ ଜରୁରୀ ହୋଇ ପଡ଼ିଛି। ଏଥିପାଇଁ ଆପଣ ନିଜ…

ମାର୍ଜିତ ଜୀବନଶୈଳୀ ଅନ୍ତ୍ର ସମସ୍ୟାକୁ ରୋକି ପାରିବ: କିମ୍ସ ବିଶେଷଜ୍ଞ

ଭୁବନେଶ୍ୱର: ତଳିପେଟରେ ଯନ୍ତ୍ରଣା, ପେଟ ଫୁଲିବା, ବାରମ୍ବାର ଝାଡ଼ାରେ ପରିବର୍ତ୍ତନ ହେଉଥିଲେ ସାଧାରଣତଃ ଏହା ଅନ୍ତ୍ର ସମସ୍ୟା (ଇରିଟେବଲ୍‌ ବାଉଲ୍‌ ସିଣ୍ଡ୍ରୋମ୍‌ ବା ଇବିସି) ବୋଲି ଡାକ୍ତରମାନେ କହିଥାନ୍ତି । ଏହି ସମସ୍ୟା କ୍ରମାଗତ ଲାଗି ରହିଲେ ଏହା ଏକ ପୁରାତନ ରୋଗରେ ପରିଣତ ହୋଇଥାଏ।…

ପ୍ରାକ୍‍-ମଧୁମେହକୁ ରୋକାଯାଇ ପାରିବ: କିମ୍‌ସ ବିଶେଷଜ୍ଞ

ଭୁବନେଶ୍ୱର: ପରିବର୍ତ୍ତିତ ଜୀବନଶୈଳୀ ଏବଂ ଶାରୀରିକ ପରିଶ୍ରମ ନ କରିବା କାରଣରୁ ଲୋକମାନେ ଅନେକ ରୋଗରେ ଆକ୍ରାନ୍ତ ହେଉଛନ୍ତି । ତେବେ ଏଥିରେ ପରିବର୍ତ୍ତନ ଅଣାଯାଇପାରିଲେ ଲୋକମାନେ ପ୍ରାକ୍‍-ମଧୁମେହ (ପ୍ରି-ଡାୟାବେଟିସ୍‍) ଅବସ୍ଥାରୁ ନିଜକୁ ରକ୍ଷା କରିପାରିବେ । ବର୍ତ୍ତମାନ ପ୍ରାକ୍‍-ମଧୁମେହ…

ସ୍ମୃତିଶକ୍ତି ହ୍ରାସ ସମସ୍ୟାକୁ ରୋକି ପାରିବ ସନ୍ତୁଳିତ ଜୀବନଚର୍ଯ୍ୟା: କିମ୍ସ ବିଶେଷଜ୍ଞ

ଭୁବନେଶ୍ୱର: ବୟସା ଧିକ୍ୟ ଯୋଗୁଁ ସ୍ମୃତି ଶକ୍ତି ହ୍ରାସ ଏକ ସାଧାରଣ ସମସ୍ୟା । ଏବେ ୬୦ବର୍ଷରୁ କମ୍‍ ବୟସର ଲୋକଙ୍କଠାରେ ଏହି ସମସ୍ୟା ଦେଖା ଦେବା ଚିନ୍ତାର କାରଣ ପାଲଟିଛି । ଅସ୍ୱାସ୍ଥ୍ୟକର ଜୀବନଶୈଳୀ, ମଦ୍ୟପାନ, ଧୂମପାନ, ଅନିଦ୍ରା, ଖାଦ୍ୟ ଏବଂ ଜେନେଟିକ୍ କାରଣ ଆଦି ଯୋଗୁଁ ଅଲଜାଇମର…