୬ଟି ସହରରେ ଲାଇଟ୍ ହାଉସ୍ ପ୍ରକଳ୍ପର ଶିଳାନ୍ୟାସ କଲେ ପିଏମ୍ ମୋଦୀ
ନୂଆଦିଲ୍ଲୀ: ନୂତନ ବର୍ଷରେ ୨୦୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚ୍ୟାଲେଞ୍ଜ ଇଣ୍ଡିଆ (ଜିଏଚଟିସି-ଇଣ୍ଡିଆ) ଅଧୀନରେ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ସମେତ ୬ ଟି ସହରର ଲାଇଟ୍ ହାଉସ୍ ପ୍ରକଳ୍ପ (LHP) ର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ ଅଧୀନରେ…