Latest Odisha News
Browsing Tag

Light Thunderstorm

ଆଗାମୀ ୩ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ମେଘୁଆ ପାଗ ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଟ୍ୱିନ୍ ସିଟି କଟକ, ଭୁବନେଶ୍ୱର ସମତେ ୧୧ ଜିଲ୍ଲାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ନେଇ ଆଲର୍ଟ…

ଟ୍ବିନ୍‌ ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ର ଆଞ୍ଚଳିକ କେନ୍ଦ୍ର ଶନିବାର ଦିନ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ଓଡିଶାର ଦଶଟି ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରିଛି। ଆସନ୍ତା ତିନି ଘଣ୍ଟା ପାଇଁ ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର,…

ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି। ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୩ ଘଣ୍ଟା ଯାଏ ପାଣିପାଗ ବିଭାଗର ସତର୍କତା

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କତା ଜାରି କରିଛି । ୭ ଗୋଟି ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା । ଉତ୍ତର ପଶ୍ଚିମ ଓଡିଶାର ୭ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି। ଆଗାମୀ ୩ ଘଣ୍ଟା…