Latest Odisha News
Browsing Tag

Lightning Alert

୩ ଘଣ୍ଟା ପାଇଁ ବର୍ଷା ସହ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଲାଗି ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ୧୮ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ସ୍ୱଳ୍ପ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବ । ଏନେଇ ୧୮ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିସହ…

କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ସାମାନ୍ୟରୁ ମଧ୍ୟମଧରଣର କାଳବୈଶାଖୀ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୩ ଗୋଟି ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ଏହି ସମୟରେ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ । ୧୩ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା…

ଘଡ଼ଘଡ଼ି ବର୍ଷା ନେଇ ୫ ଜିଲ୍ଲାକୁ ୩ ଘଣ୍ଟା ଯାଏ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆଜି ବି ହେବ କାଳବୈଶାଖୀ । ଅପରାହ୍ଣରେ ରାଜ୍ୟର ୫ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସାମାନ୍ୟରୁ ମଧ୍ୟମ ଧରଣର ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ଆଶଙ୍କା ରହିଛି । ଏନେଇ କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼,…

ବର୍ଷା ସହ ବଜ୍ରପାତ ସମ୍ଭାବନା, ୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଆଜି ମଧ୍ୟ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ୬ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଖୋର୍ଦ୍ଧା, ଗଂଜାମ, ନୟାଗଡ, ପୁରୀ, କଟକ ଓ ଜଗତସିଂହପୁରକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି…