Latest Odisha News

BREAKING NEWS

Browsing Tag

Lightning Death

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

ଢେଙ୍କାନାଳ: ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାଶ ଗାଁରେ ବଜ୍ରାଘାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ଗାଁର ହେମାନନ୍ଦ ପରିଡା । ହେମାନନ୍ଦ ନିଜ ଘର ପଛ ପାଖ ବାଡ଼ିକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ ।…

ବଜ୍ରପାତରେ ଗଲା ୨ ଜୀବନ

ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଡିହଗାଁରେ ଅଭାବନୀୟ ଘଟଣା । ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ବଜ୍ରପାତରେ ଗାଁର ଜଣେ ମହିଳା ଓ ପୁରୁଷ ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ସେମାନଙ୍କୁ ଦଶପଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଡାକ୍ତର…

ବଜ୍ରପାତ ନେଲା ଦୁଇ ଜୀବନ, ୩ ଗୁରୁତର

ବାଙ୍କୀ: ବଜ୍ରପାତରେ ଗଲା ଦୁଇ ଜୀବନ । ବାଙ୍କି ଦୋଲଣାପୁର ଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତକ ହେଲେ ଲିପୁ ପରିଡା ଓ ଧାଡ଼ିଆ ସାହୁ । ଆହତମାନଙ୍କୁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଚାଷ ଜମିରେ କାମ କରୁଥିବା ବେଳେ…