Latest Odisha News

BREAKING NEWS

Browsing Tag

Lightning deaths

ବଜ୍ରାଘାତରେ ୩ ମହିଳା ମୃତ

ବଲାଙ୍ଗିର: ବଜ୍ରପାତରେ ଗଲା ୩ ମହିଳାଙ୍କ ଜୀବନ। ଏପରି ଘଟଣା ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ବଡ଼ତେଲେନପାଲ୍ଲୀ ଗାଁରେ ଘଟିଛି। ୧୦ ଚାଷୀ ଚାଷୀଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଛି। ଆଜି ବଡ଼ତେଲେନପାଲ୍ଲୀ ଗାଁର ଚବିନ ଦରୁଆଙ୍କ ଚାଷ ଜମିରେ ୧୮ରୁ ଅଧିକ ଚାଷୀ କାମ କରୁଥିଲେ। ଦିନ ପ୍ରାୟ ୨ରୁ…

ବଜ୍ରାଘାତରେ ଦୁଇ ଯୁବକ ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ଖୁକୁଣ୍ଡିବାହାଲ ପଂଚାୟତ ଲଡୋସେରା ଗାଁରେ ବଜ୍ରାଘାତ ହୋଇଛି । ଏଥିରେ ଦୁଇ ଜଣ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସିମଡୋଗା ଜିଲ୍ଲାର ବିନୀତ ଡୁଙ୍ଗଡୁଙ୍ଗ ଓ ସୁନ୍ଦରଗଡ ଏକମା ଗାୀଁ ଭୀମ କେର୍କେଟା । ସୂଚନା ଯୋଗ୍ୟ ଯେ, ଲଡୋସେରା ଗାଁରେ ଏକ…

ବଜ୍ରପାତରେ ସାତ ଗାଈ ଓ ଦୁଇ ବାଛୁରୀ ମୃତ

ଦିଗପହଣ୍ଡି: ଭ୍ରମରପୁର ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମରେ ଶନିବାର ଅପରାହ୍ନରେ ଘଡ଼ଘଡ଼ି ବର୍ଷା ସହ ବଜ୍ରପାତ ହୋଇଛି  । ବଜ୍ରାଘାତରେ ୭ ଟି ଗାଇ ସମେତ ୨ ଟି ବାଛୁରୀର ମୃତ୍ୟୁ ହୋଇଛି  । ସୂଚନା ମୁତାବକ, ଗୋପୀନାଥପୁର ଗ୍ରାମର ପୂର୍ଣ୍ଣ ନାଇକ ନାମକ ଜଣେ ଯୁବକ ନିଜର ଗାଈମାନଙ୍କୁ…

ରାଜ୍ୟର ବିଭିନ୍ନ ସ୍ଥାନରେ ଝଡତୋଫାନ୍‌, ବଜ୍ରପାତ ନେଲା ୬ ଜୀବନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାପାତ ଯୋଗୁଁ ଆଜି ୬ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥି ସହ ଜଣେ ଗୁରୁତର ଅଛନ୍ତି । ମୟୂରଭଂଜ ଖୁଣ୍ଟା ଥାନା ବଡକତରା ଗାଁରେ ବଜ୍ରାଘାତରେ ତିନି ଯୁବକଙ୍କ ମୃତ୍ୟୁ ହୋଇଛି । ଏହି ତିନି ଯୁବକ ଗାଁ ପୋଖରୀରୁ ମାଛ ଧରୁଥିବା ବେଳେ ଏହି…