Latest Odisha News

BREAKING NEWS

Browsing Tag

Lightning Strike

ଫୁଟବଲ୍ ଖେଳୁଥିବା ବେଳେ ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ

ସୁନ୍ଦରଗଡ଼: ଖେଳ ପଡ଼ିଆରେ ଫୁଟବଲ୍ ଖେଳୁଥିବା ଚାଲିଗଲା ପ୍ରାଣ । ରବିବାର ଅପରାହ୍ଣରେ ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ବଣେଇଲତା ଗାଁରେ ଅଭାବନୀୟ ଘଟଣା ଘଟିଛି । ଫୁଟବଲ୍ ଖେଳ ବେଳେ ହୋଇଥିବା ବ୍ରଜପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ…

ପତ୍ର ତୋଳିବାକୁ ଯାଇଥିବାବେଳେ ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ। ମୃତ ମହିଳା ଜଣକ ହେଲେ ଢ଼େଙ୍କାନାଳ ଜିଲ୍ଲା ରାଇବୋଲ ପଞ୍ଚାୟତ ହାଡ଼ଗଡ଼ି ଗାଁର ପାର୍ବତୀ ପ୍ରଧାନ। ପାର୍ବତୀ ପତ୍ର ତୋଳିବା ପାଇଁ ଗାଁ ପାଖ ମଉଳାଭଣଜା ଜଙ୍ଗଲକୁ ଯାଇଥିଲେ। ପତ୍ର ତୋଳି ଘରକୁ ଫେରିବା ବାଟରେ ହିଁ ବଜ୍ରାଘାତର ଶିକାର…

ବଜ୍ରାଘାତରେ ୧୭ ଗାଈ ମୃତ, ଅଳ୍ପକେ ବର୍ତ୍ତିଲେ ୩ ଗାଇ ଚରାଳି

ମାଲକାନଗିରି: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା । ଖାସ କରି ପୁରୀରେ ଲଗାତାର ବର୍ଷା ରେକର୍ଡ ଭାଙ୍ଗିଥିଲାବେଳେ ଧନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏହି ଧାରାରେ ମାଲକାନଗିରି ଜିଲ୍ଲାରେ ତାଣ୍ଡବ ରଚିଛି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ । ବଜ୍ରାଘାତରେ ଆତଙ୍କିତ…

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୨ ଗୁରୁତର

ରାୟଗଡ଼ା : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲାଉଗୁଡା ଗାଁରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଗୁରୁତର ଅଛନ୍ତି । ଦୁଇ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ, ଲାଉଗୁଡା ଗାଁର ଅନନ୍ତ ଶବର ଦୁଇ…

କେନ୍ଦୁପତ୍ର ଫଡିରେ ବଜ୍ରାଘାତ, ୨ ମୃତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବର୍ଡାକଟା ଅଭାବନୀୟ ଘଟଣା । ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନ୍ୟ ଜଣେ ଆହତ ହୋଇଛନ୍ତି । କେନ୍ଦୁପତ୍ର ଫଡିରେ ପତ୍ର ବାନ୍ଧୁ ଥିବା ବେଳେ ଘଟିଛି ଏପରି ଅଘଟଣ । ସୂଚନା ଅନୁସାରେ, ଆଜି ମଧ୍ୟାହ୍ନରେ ଖାଇ…

ଦଶାହ କାର୍ଯ୍ୟ ଚାଲିଥିବା ବେଳେ ବଜ୍ରପାତରେ ୨ ମୃତ

ଜଗତସିଂହପୁର: ଆକାଶରୁ ଛିଣ୍ଡିଲା ମୃତ୍ୟୁ । ବଜ୍ରପାତରେ ଦୁଇ ଜଣଙ୍କର ଅକାଳ ବିୟୋଗ । ଜଣେ ମୃତକଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିବା ବେଳେ ବଜ୍ରାଘାତ ହୋଇଥିଲା । ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବିରିଡି ଅଞ୍ଚଳରେ । ଦେବୀ ନଦୀ କୂଳରେ ଦଶାହ କାର୍ଯ୍ୟ ଚାଲିଥିବା ବେଳେ ଆଜି…