Latest Odisha News
Browsing Tag

lightning strikes

୩ ବର୍ଷରେ ବଜ୍ରପାତରେ ଗଲାଣି ୧୦୭୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ୩ ବର୍ଷରେ ବଜ୍ରପାତରେ ଗଲାଣି ୧୦୭୫ ଜୀବନ । ଗୃହରେ ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ୨୦୨୨ରୁ ୨୦୨୪ ମଧ୍ୟରେ ବଜ୍ରପାତ ହେତୁ ସର୍ବାଧିକ ୮୧ ଜଣଙ୍କର ମୃତ୍ୟୁ ହୋଇଛି। ଯାହା…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ…

ବଜ୍ରାଘାତରେ ଚାଲିଗଲା ୩ ଜୀବନ, ଜଣେ ଆହତ

ଭୁବନେଶ୍ୱର: ବାଲେଶ୍ୱର ଓ କଟକ ଜିଲ୍ଲାରେ ଶନିବାର ଦୁଇଟି ଭିନ୍ନ ଭିନ୍ନ ବଜ୍ରପାତରେ ଅତି କମରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନାନୁସାରେ, ବାଲେଶ୍ୱର ଜିଲ୍ଲାର ସୋରୋ ଥାନା ଅନ୍ତର୍ଗତ ରାଇପିତାମ୍ବର ଗ୍ରାମରେ ବଜ୍ରପାତରେ ଦୁଇ ଜଣଙ୍କର ମୃତ୍ୟୁ…

ଅଧଘଣ୍ଟାରେ ୫ ହଜାରରୁ ଅଧିକ ଥର ବଜ୍ରପାତ, ୫ ଜଣଙ୍କ ମୃତ୍ୟୁ ସୂଚନା

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼଼ ପ୍ରଭାବରେ କାଳବୈଶାଖୀ ବର୍ଷା ଲାଗି ରହିଛି । ସପ୍ତାହେରୁ ଅଧିକ ସମୟ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ଲାଗି ରହିଥିବା ବେଳେ ଆଜି ଅପରାହ୍ଣରେ ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ ଅଧଘଣ୍ଟା ଭିତରେ ୫ ହଜାରରୁ ଅଧିକ ଥର ବଜ୍ରପାତ…