Latest Odisha News

BREAKING NEWS

Browsing Tag

lightning

ଆଜି ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାରିଂ ଜାରି 

ଭୁବନେଶ୍ୱର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ଆଜି…

ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଚିଠି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ୧୭ରୁ ୨୦ ତାରିଖ ଯାଏ ରାଜ୍ୟରେ ୪ ଦିନ ବର୍ଷା । ବର୍ଷା ଓ ବଜ୍ରପାତ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି । ପାଣିପାଗ ବିଭାଗ ସୂଚନା ଅନୁସାରେ ୧୭ଟି ଜିଲ୍ଲାର କେତେକ ସ୍ଥାନରେ ୧୭ ତାରିଖରୁ ୧୯ ତାରିଖ ଯାଏ…

ବଜ୍ରପାତ ସମୟରେ କଣ କରିବା ଉଚିତ୍, ଜାଣିଛନ୍ତି କି?

ଭୁବନେଶ୍ୱର: ବର୍ଷାଦିନେ ବଜ୍ରପାତ ବା ଘଡଘଡି ହେବା ଅତି ସ୍ୱାଭାବିକ ଅଟେ । ବଜ୍ରପାତର ବୈଦ୍ୟୁତିକ ଶକ୍ତି ଏକ ନିୟୁତ ଭୋଲଟରୁ ଅଧିକ ହୋଇପାରେ । ଏହିଦିନରେ ବିଲବାଡ଼ି କାମ ବହୁତ ହୋଇଥାଏ । ଚାଷୀମାନେ ବର୍ଷା ପାଣି ସମୟରେ ବିଲରେ ଥାନ୍ତି । ତେବେ ଏଭଳି ଖୋଲା ପଡ଼ିଆରେ ଅଧିକାଂଶ ସମୟ ଚାଷୀ ମାନେ…

ଆଜି ରାତିରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବା ବେଳେ ଏଥିସହିତ ସୋମବାର ରାତିରେ ବଜ୍ରପାତ ହେବାନେଇ ସତର୍କ ସୂଚନା ପ୍ରଦାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରି କହିଛନ୍ତି ଯେ, ରାଜ୍ୟର ସୁନ୍ଦରଗଡ଼,…

ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ଜାଣନ୍ତୁ, କେଉଁସବୁ ଜିଲ୍ଲା ଲାଗି ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଓଡ଼ିଶାର ୧୭ଟି ଜିଲ୍ଲାରେ ବୁଧବାର ଦିନ ସନ୍ଧ୍ୟାରେ ଝଡ଼ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରିଛନ୍ତି । ଅଧିକ ପଢନ୍ତୁ: ଆସିଲା ସୁଶାନ୍ତ ସିଂହ ରାଜପୁତଙ୍କ ଭିସେରା ରିପୋର୍ଟ ! ରାଜ୍ୟର ଏହିସବୁ ଜିଲ୍ଲାର…

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ଆଜି ରାତିରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ ଆଜି ରାତିରେ ଓଡ଼ିଶାର କିଛି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା…

ଖୋର୍ଦ୍ଧାରେ ବଜ୍ରପାତ ନେଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧାରେ ମଙ୍ଗଳବାର ଦିନ ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଯୁବକଙ୍କ ପ୍ରାଣହାନୀ ଘଟିଛି । ଜଣେ ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ୧୬ ନଂ ଜାତୀୟ ରାଜପଥରେ ଜଣେ ଯୁବକ ବାଇକ୍ ନେଇ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସ ନିକଟରେ ବଜ୍ରାଘାତ ହୋଇଥିଲା । ବଜ୍ରପାତର…

ଆଜି ସନ୍ଧ୍ୟାରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ସେହିି ଜିଲ୍ଲାଗୁଡ଼ିକ ହେଲା –…

ଆଜି ସନ୍ଧ୍ୟା ସୁଦ୍ଧା ଏହି ଜିଲ୍ଲାଗୁଡ଼ିକରେ ହେବ ପ୍ରବଳ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସୋମବାର ଦିନ ବଜ୍ରପାତ ସହିତ ମଧ୍ୟମ ଧରଣର ବୃଷ୍ଟିପାତ ହେବ । ତେବେ ପାଣିପାଗ ସୂଚନା କେନ୍ଦ୍ର ରାଜ୍ୟ ଅନ୍ୟ କେତୋଟି ଜିଲ୍ଲା ଲାଗି ମଧ୍ୟ ସତର୍କ ସୂଚନା ପ୍ରଦାନ…