Latest Odisha News

BREAKING NEWS

Browsing Tag

lightning

ଆଜି ରାତିରେ ଏହି ୬ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗୁରୁବାର ରାତି ୧୨ଟା ୩୦ ମଧ୍ୟରେ ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଚାମୁଣ୍ଡା ଗ୍ରାମରେ ଆଜି ବଜ୍ରପାତରେ ରାମଚନ୍ଦ୍ର ଗୌଡ଼ (୩୨)ନାମକ ଜଣେ ଯୁବକର ମୃତ୍ୟୁ ଘଟିଛି | ସେହିପରି ଭାବେ ବଜ୍ରପାତରେ ସୁନୀଲ କୁମାର ରାଉତଙ୍କୁ ଗୁରୁତର ଅବସ୍ଥାରେ ଉପଖଣ୍ଡ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା | ତାଙ୍କ…

ଆଜି ରାତିରେ କେଉଁ ୧୪ଟି ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା । ବଜ୍ରପାତ ସହିତ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ରାତି ୮ଟା ସୁଦ୍ଧା ଯେଉଁ ୧୪ଟି ଜିଲ୍ଲାରେ…

ଅନୁଗୁଳରେ ବଜ୍ରପାତ ଯୋଗୁଁ ୨ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ବେଣ୍ଟପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ୨ ଜଣ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି । ଚାଷଜମିରେ କାର୍ଯ୍ୟ କରୁଥିବା ସମୟରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ।

ଘଡଘଡି ସହ ବର୍ଷା ଆଶଙ୍କା, ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛିା ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଦିନ ୩ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଖୋର୍ଦ୍ଧା,…

ପ୍ରଚଣ୍ଡ ବଜ୍ରପାତରେ ଜଣେ ମୃତ ଓ ୫ ଗୁରୁତର ଆହତ

ଅନୁଗୁଳ/ଢେଙ୍କାନାଳ : ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଜମବାର ଗ୍ରାମରେ ଘଡଘଡି ଓ ବଜ୍ରପାତ ଫଳରେ ଗୁରୁବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ନାମ ସୁକାନ୍ତି ସାହୁ (୪୦) ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ସନ୍ଧ୍ୟା ପ୍ରାୟ ୪ଟା…