Latest Odisha News

BREAKING NEWS

Browsing Tag

lingaraj temple

ଲିଙ୍ଗରାଜ ମନ୍ଦିରର ୪ ସେବାୟତ ଗିରଫ, ସେବାୟତଙ୍କୁ କରିଥିଲେ ଦୁର୍ବ୍ୟବହାର

ଭୁବନେଶ୍ୱର: ଶୁକ୍ରବାର କମିଶନରେଟ୍ ପୋଲିସ ଲିଙ୍ଗରାଜ ମନ୍ଦିରର ୪ ଜଣ ସେବାୟତଙ୍କୁ ଗିରଫ କରିଛି । ଭକ୍ତଙ୍କୁ ଦୁର୍ବ୍ୟବହାର, ଜୋର ଜବରଦସ୍ତି ଟଙ୍କା ଆଦାୟ ଓ ଅଳଙ୍କାର ଛଡ଼ାଇ ନେଇଯିବା ଅଭିଯୋଗରେ ଲିଙ୍ଗରାଜ ମନ୍ଦିରର ୪ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ ।…

ରୁକୁଣା ରଥ ନୀତି ବିଳମ୍ବ ; ବ୍ରାହ୍ମଣ ନିଯୋଗ ସମ୍ପାଦକଙ୍କ ସୂଚନା

ଭୁବନେଶ୍ୱର : ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ପ୍ରାୟ ଅଢ଼େଇ ଘଣ୍ଟା ବିଳମ୍ବରେ ଚାଲୁଥିବା ନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ରଥ ପ୍ରସ୍ତୁତିରେ ବିଳମ୍ବ ଓ ମନ୍ଦିର ପ୍ରଶାସନର ଅବହେଳା ଯୋଗୁଁ ପହଣ୍ଡି…

ଖାଲି ପାଦରେ ଲିଙ୍ଗରାଜ ମନ୍ଦିର ଗଲେ ରାଷ୍ଟ୍ରପତି; ମହାପ୍ରଭୁଙ୍କ ଦର୍ଶନ ସହ ଜଳାଭିଷେକ କଲେ

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ୨ୟ ଦିନ । ଆଜି ସକାଳୁ ସକାଳୁ ରାଷ୍ଟ୍ରପତି ଦ୍ରୌପଦୀ ମୁମୁର୍  ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି ।   ମହାପ୍ରଭୁଙ୍କ ଦର୍ଶନ ସହ ଜଳାଭିଷେକ ବି କରିଛନ୍ତି । ରାଷ୍ଟ୍ରପତି ମାଉସୀ ମା’ ଛକରୁ ରଥ ରୋଡ ହୋଇ ମନ୍ଦିର ଆସିଥିଲେ । ପ୍ରଥମେ…

ତୁଟିଲା ବିବାଦ; ତିନିଦିନ ପରେ ଆରମ୍ଭ ହେଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର : ତିନି ଦିନ ଓପାସରେ ରହିବା ପରେ ଆଜି ଆରମ୍ଭ ହୋଇଛି ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ୪ ନିଯୋଗ ମଧ୍ୟରେ ଆଲୋଚନା ପରେ ବିବାଦର ସମାଧନ ହୋଇଛି । ଏହା ପରେ ପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଛି । ସୂଚନାଥାଉ କି,  …

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଅମିତ ଶାହଙ୍କ ସହ ମନ୍ଦିର ଯାଇଛନ୍ତି । ଶ୍ରାବଣର ଶେଷ ସୋମବାରରେ…

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ମଞ୍ଜୁର କରିବାକୁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିର ସୁପରିଚାଳନା ପାଇଁ ଓଡିଶା ସରକାର ଦେଇଥିବା ଶ୍ରୀ ଲିଙ୍ଗରାଜ ମନ୍ଦିର ଚିଠା ଅଧ୍ୟାଦେଶ- ୨୦୨୦ କୁ ମଞ୍ଜୁର ପାଇଁ ରାଜ୍ୟ ସରକାର, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସ୍ୱରାଷ୍ଟ୍ର…

ଅଧ୍ୟାଦେଶ ରୋକ୍ ପରେ ତେଜିଲା ରାଜନୀତି, ବିଜେଡି କହିଲା କେନ୍ଦ୍ର କରୁଛି ପକ୍ଷପାତିତା

ଭୁବନେଶ୍ୱର: କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ଲିଙ୍ଗରାଜ ଅଧ୍ୟାଦେଶ ଉପରେ ରୋକ୍ ଲଗାଇବା ପରେ ଏହାକୁ ନେଇ ରାଜନୀତି ତେଜିଛି । ଶାସକ ଦଳ ବିଜେଡି କହିଛି ଏ ପ୍ରସଙ୍ଗରେ ଆଇନ ମନ୍ତ୍ରାଳୟ ଦୁଇ ଥର ସ୍ପଷ୍ଚିକରଣ ରଖିସାରିଛି । କିନ୍ତୁ ଏବେ ରାଜ୍ୟ ସରକାରଙ୍କୁ ଏ ପ୍ରସଙ୍ଗରେ ଆଲୋଚନା ନକରି…

ଆଜି ମହାଶିବରାତ୍ରି: ଶୈବପୀଠ ଚଳଚଞ୍ଚଳ

ଭୁବନେଶ୍ୱର: ଆଜି ମହାଶିବରାତ୍ରି । ରାଜ୍ୟର ବିଭିନ୍ନ ଶୈବପୀଠ ଚଳଚଞ୍ଚଳ । ଓମକାର ଧ୍ୱନୀରେ କମ୍ପୁଛି ଗଗନ ପବନ । ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଜାଗର ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପ୍ରଭୁ ଲିଙ୍ଗରାଜଙ୍କର ଆଳତି ଅବକାଶ ସରିଛି । ଦିନ ୧୧ ଘଟିକା ପର୍ଯ୍ୟନ୍ତ ଦର୍ଶନ କରିବେ ଭକ୍ତ ।…

ଆଜିଠୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର: ସର୍ବସାଧାରଣ ଦର୍ଶନ ପାଇଁ ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର । କୋଭିଡ୍ ଗାଇଡଲାଇନ ମାନି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମହାପ୍ରଭୁଙ୍କୁ ଗର୍ଭଗୃହକୁ ଯାଇ ଦର୍ଶନ କରିବା ନିଷେଧ କରାଯାଇଛି…

ରୁକୁଣା ରଥ ଯାତ୍ରା ପାଇଁ ଟ୍ରାଫିକ୍ କଟକଣା ଜାରି

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୋମବାର ଦିନ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଜନସାଧାରଣଙ୍କ ସୁବିଧା ତଥା ନିରାପତ୍ତା ପାଇଁ ରୁକୁଣା ରଥଯାତ୍ରାରେ ପ୍ରତିବନ୍ଧକ ଲଗାଯିବ ବୋଲି ଟ୍ୱିଟ କରି ସୂଚନା ଦିଆଯାଇଛି। ଜାଣନ୍ତୁ, କ'ଣ…