Latest Odisha News
Browsing Tag

lingaraj temple

ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଆସିବ ସ୍ୱତନ୍ତ୍ର ଆଇନ

ଭୁବନେଶ୍ବର : ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୂଚନା ଦେଇଛନ୍ତି । ସେ ଏକାମ୍ରକ୍ଷେତ୍ର ବିକାଶ ବୁଲି ଦେଖିବା ସହ ସେବାୟତଙ୍କ ସହ ଆଲୋଚନା କରିଥିଲେ । ପରେ…

ଏକାମ୍ର କ୍ଷେତ୍ର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ଫାଇଭ ଟି ସଚିବ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ପରେ ଫୋକସରେ ଏକାମ୍ର କ୍ଷେତ୍ର । ଆଜି ଭୋରରୁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ୍ । ଏକାମ୍ର କ୍ଷେତ୍ରରେ ଉନ୍ନତିମୂଳକ କାମର ତଦାରଖ କରିଥିଲେ । ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରରୁ ରାସ୍ତା…

ପୁଣି ଝଲସିବ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର, ନିର୍ଦ୍ଦେଶ ଦେଲେ ନବୀନ

ଭୁବନେଶ୍ୱର: ପୁଣି ଝଲସିବ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର । ଆରମ୍ଭ ହେବ ପୁରୀ ଓ ଲିଙ୍ଗରାଜ ମନ୍ଦିର ଉନ୍ନତି କାମ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଅଲୋଚନା ପରେ ପୂର୍ବଭଳି ନିର୍ମାଣ କାମ…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ଵରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ଚାରିପାଖରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପରେ ଏବେ ଓଡିଶା ସରକାରଙ୍କ ପକ୍ଷରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସହ ରବିବାର ଦିନ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ…

ଲିଙ୍ଗରାଜ ମନ୍ଦିର ଚାରିପାଖରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଏନଫୋର୍ସମେଣ୍ଟ ସ୍କ୍ୱାଡ୍ ଶୁକ୍ରବାର ଦିନ ଓଲ୍ଡ ଟାଉନ୍ ନିକଟସ୍ଥ ଲିଙ୍ଗରାଜ ମନ୍ଦିର ପରିସରରେ ଥିବା ବିଭିନ୍ନ ଅଞ୍ଚଳରେ ଉଚ୍ଛେଦ ପ୍ରକ୍ରିୟା ଜାରି ରଖିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଏହି ସ୍କ୍ୱାଡ୍ ଲିଙ୍ଗରାଜ ମନ୍ଦିରର ଦକ୍ଷିଣ…

ଶ୍ରାବଣର ପ୍ରଥମ ସୋମବାର ପାଇଁ ପ୍ରସ୍ତୁତ ଲିଙ୍ଗରାଜ ମନ୍ଦିର, ଜାଣନ୍ତୁ କ’ଣ ରହିଛି ନିର୍ଘଣ୍ଟ

ଭୁବନେଶ୍ୱର: ଆସନ୍ତା କାଲି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ଏଥିପାଇଁ ଶନିବାର ଅପରାହ୍ନରୁ କାଉଡିଆ ମାନେ ପ୍ରଭୁଙ୍କ ଜଳାଭିଷେକ ନିମନ୍ତେ ଏଠାରେ ଭିଡ଼ ଜମାଇଲେଣି । ଶାନ୍ତି ଶୃଙ୍ଖଳାରେ ଦର୍ଶନ କାର୍ଯ୍ୟ କରାଇବା ପାଇଁ ମନ୍ଦିର ପ୍ରଶାସନର ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ।…