ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର
ଭୁବନେଶ୍ବର : ସେପ୍ଟେମ୍ବର ପହିଲାରେ ଖୋଲିବ ଲିଙ୍ଗରାଜଙ୍କ ମନ୍ଦିର । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବିଏମସିର କୋଭିଡ ଗାଇଡଲାଇନ୍ ଅନୁସାରେ ଲିଙ୍ଗରାଜ ମନ୍ଦିର ଖୋଲିବାକୁ ନିଷ୍ପତ୍ତ ନିଆଯାଇଛି । ବୈଠକରେ…