ବାଘ ଛୁଆ ପରେ ନନ୍ଦନକାନନରେ ଆଫ୍ରିକୀୟ ସିଂହୀର ମୃତ୍ୟୁ : ବିଷାକ୍ତ ସାପ ଦଂଶନ ସନ୍ଦେହ
ଭୁବନେଶ୍ବର : କିଛିଦିନ ପୂର୍ବେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ବାଘ ଛୁଆର ମୃତ୍ୟୁ ହୋଇଥିବା ବେଳେ ଏବେ ଏକ ସିଂହୀର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ସିଂହୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଗତକାଲି ସନ୍ଧ୍ୟାରେଏହି ସିଂହୀଟିକୁ ଏକ ସାପ କାମୁଡ଼ି ଦେଇଥିଲା । ଏହାପରେ…