Latest Odisha News

BREAKING NEWS

Browsing Tag

liquor

ଦଉଡି ପକାଇଲେ ମଦ ଆସୁଛି, କରୋନା ହସ୍ପିଟାଲର ଭିତିରି କଥା

ୟୁପି: କରୋନା ହସ୍ପିଟାଲରେ ରୋଗୀଙ୍କୁ ଚିକିତ୍ସା କରାଯାଉଛି । ଡାକ୍ତର ଔଷଧ ଦିଅନ୍ତି ଆଉ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତଙ୍କ ସେବା କରନ୍ତି । ହେଲେ ଉତ୍ତର ପ୍ରଦେଶରୁ ସାମ୍ନାକୁ ଆସିଛି ଏକ ଚର୍ଚ୍ଚିତ ଚିତ୍ର । ଯେଉଁଠି କରୋନା ରୋଗୀଙ୍କ ପାଇଁ ମିଳୁଛି ମଦ । ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଆସନ୍ତାକାଲିଠୁଁ କାଉଣ୍ଟରରେ ମିଳିବ ଦେଶୀ ମଦ

ଭୁବନେଶ୍ୱର: ଆଉଟ ଷ୍ଟିଲ୍ (ଓଏସ) ମଦ ଏବଂ ଇଏନଏ ଦେଶୀ ମଦ (ସିଏଲ) ବିକ୍ରି ଲାଗି ଆସନ୍ତାକାଲିଠାରୁ ଓଡ଼ିଶାର ମଦ କାଉଣ୍ଟର ଗୁଡ଼ିକରେ ଉପଲବ୍ଧ ହେବାନେଇ ଅବକାରୀ ବିଭାଗ ସୋମବାର ଦିନ ସୂଚନା ପ୍ରଦାନ କରିଛି । ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ସୂଚନାଦେଇ କୁହାଯାଇଛି ଯେ, ହୋମ୍ ଡେଲିଭରି…

ଓଡ଼ିଶାରେ ମଦ ହୋମ ଡେଲିଭରି ହେବନାହିଁ: ଅବକାରୀ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମଦର ହୋମ ଡେଲିଭରି ନେଇ କୌଣସି ସରକାରୀ ନୋଟିସ ମିଳିନଥିବା ପ୍ରକାଶ କରିଛି ରାଜ୍ୟ ଅବକାରୀ ବିଭାଗ । ଶୁକ୍ରବାର ଦିନ ଅବକାରୀ ବିଭାଗ ପକ୍ଷରୁ ସୂଚନାଦେଇ କୁହାଯାଇଛି ଯେ, ହୋମ ଡେଲିଭରି ନେଇ କୌଣସି କମିଟି ଗଠିତ ହୋଇନାହିଁ କିମ୍ବା ମଦର କୌଣସି ଦରଦାମ ମଧ୍ୟ କୌଣସି କମିଟି…

ଲକଡାଉନ୍ ୩.୦: କଟକରେ ମଦ ଦୋକାନ ଖୋଲିବା ନେଇ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହରରେ ମଦ ଦୋକାନ ଖୋଲିବା ପ୍ରସଙ୍ଗରେ ଏକ ପିଟିସନକୁ ଭିତ୍ତିକରି ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟ ନୋଟିସ୍ ପ୍ରଦାନ କରିଛନ୍ତି । କଟକ ସହରର ପ୍ରକାଶ କୁମାର ରାଉତରାଏ ଏବଂ ଅନ୍ୟ ଦୁଇଜଣ ସ୍ଥାନୀୟ ବାସିନ୍ଦାଙ୍କ ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ଅଦାଲତ । ମଙ୍ଗଳବାର ଦିନ…

ଭୁବନେଶ୍ୱରରୁ ଜବତ ହେଲା ଦେଶୀ ଓ ବିଦେଶୀ ମଦ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଅଞ୍ଚଳ ଅନ୍ତର୍ଗତ ଷ୍ଟେସନ ବଜାର ନିକଟରେ ଥିବା ୨ଟି ଘରେ ଗତକାଲି ବିଳମ୍ବିତ ରାତିରେ ସ୍ପେଶାଲ୍ ସ୍କ୍ୱାଡ୍ ଓ ଲକ୍ଷ୍ମୀସାଗର ପୋଲିସ ମିଳିତ ଭାବେ ଚଢାଉ କରି ଉଭୟ ଦେଶୀ ଓ ବିଦେଶୀ ମଦ ଜବତ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜବତ ୬୧୭ଟି ବିଦେଶୀ ମଦ…

ଭଦ୍ରକରେ ବିଷାକ୍ତ ମଦ ପିଇ ୪ ମୃତ, ୨୧ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହାଡି ବ୍ଲକ୍ ଅନ୍ତର୍ଗତ ନିମେଇ ସାହିରେ କିଛି ବ୍ୟକ୍ତି ବିଷାକ୍ତ ମଦ ପିଇ ୪ଜଣ ମୃତ୍ୟୁବରଣ କରିଥିବା ବେଳେ ୨୧ରୁ ଅଧିକ ଗୁରୁତର ହୋଇଛନ୍ତି । ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ମିଳିଥିବା ସୂଚନାନୁଯାୟୀ ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ…