ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ
ପୁରୀ: ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକା ଅନୁଯାୟୀ ଆସନ୍ତା ମେ ମାସ ୩ ତାରିଖରେ ପବିତ୍ର ଅକ୍ଷୟତୃତୀୟ ପଡୁଛି। ଏହିଦିନ ରଥକାଠ ଅନୁକୂଳ ସହ ରଥଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହେବ । ସେହିଭଳି ପ୍ରସିଦ୍ଧ ଚନ୍ଦନଯାତ୍ରା ବି ଏହି…