Latest Odisha News

BREAKING NEWS

Browsing Tag

litearture

ଅରୁଣ କୁମାର ନାୟକଙ୍କ ‘ଜଣେ ସୁଖୀଲୋକର ଡାଏରୀ’ ଲୋକାର୍ପିତ

ଭୁବନେଶ୍ୱର : ପ୍ରକାଶନ ସଂସ୍ଥା ‘ଟାଇମ୍‍ପାସ୍‍’ ପ୍ରକାଶନ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ ଅରୁଣ କୁମାର ନାୟକଙ୍କ ଆତ୍ମଜୀବନୀ ‘ଜଣେ ସୁଖୀଲୋକର ଡାଏରୀ’ ଲୋକାର୍ପିତ ହୋଇଯାଇଛି । ସ୍ଥାନୀୟ ରେଡକ୍ରସ୍‍ ଭବନରେ ଲେଖକ ତପନ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ…

ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ରାଜ୍ୟ ସଂଗ୍ରହାଳୟରେ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର : ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଏକ ପନ୍ଦରଦିନିଆ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହି ଅବସରରେ ‘ଟିପିକାଲ୍‌ ସିଲେକସନ୍ସ ଫ୍ରମ୍‌ ଓଡ଼ିଆ ଲିଟେରେଚର’ର ଭାଗ-୧ ଏବଂ ଭାଗ-୨ ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ଓଡ଼ିଆ ଭାଷା,…

ଓଡ଼ିଆ ଭାଷା ପ୍ରତିଷ୍ଠାନରେ ପାଞ୍ଚ ଦିନିଆ ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦ୍ୱାରା ପରିଚାଳିତ ‘ଓଡ଼ିଆ ଭାଷା ପ୍ରତିଷ୍ଠାନ’ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନଠାରେ ଆୟୋଜିତ ଏକ ପାଞ୍ଚଦିନିଆ ‘ସମ୍ପାଦନା, ବନାନଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ ଶିବିର’ ଉଦଯାପିତ ହୋଇଯାଇଛି। ଏହି ଶିବିରରେ ୬୫ ଜଣ ପ୍ରତିଭାଗୀ ଭାଗ ନେଇଥିଲେ। ଚୀନ ଓ…

‘ଓସା’ର ବାର୍ଷିକ ସମ୍ମିଳନୀର ସାହିତ୍ୟ ଅଧିବେଶନ

ଭୁବନେଶ୍ୱର : ବିଶ୍ବର ସର୍ବ ବୃହତ ଓଡିଆ ମହାସଂଘ, ଓଡ଼ିଶା ସୋସାଇଟି ଅଫ ଆମେରିକାସ୍ (ଓସା)ର ୨୦୨୩ ବର୍ଷର ବାର୍ଷିକ ମହୋତ୍ସବ ଚି଼କାଗୋ ସହରରେ ପାଳିତ ହୋଇଯାଇଛି। ଆମେରିକା ଓ କାନାଡାର ବିଭିନ୍ନ ଅଞ୍ଚଳରେ ବସବାସ କରୁଥିବା ୧୨୦୦ରୁ ଅଧିକ ପ୍ରବାସୀ ଓଡ଼ିଆ ଏହି ଉତ୍ସବରେ ଯୋଗ ଦେଇଥିଲେ । ଏହି…

ସାରା ଶର୍ମାଙ୍କ ‘ମାଇଁ ଏକ୍ସପେରିମେଣ୍ଟ ୱିଥ୍ କମ୍ୟୁନିଟି ପୋଲିସିଙ୍ଗ’ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଭୁବନେଶ୍ୱର : ଆଇପିଏସ ସାରା ଶର୍ମାଙ୍କ ପୁସ୍ତକ ମାଇଁ 'ଏକ୍ସପେରିମେଣ୍ଟ ୱିଥ୍ କମ୍ୟୁନିଟି ପୋଲିସିଙ୍ଗ' ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି।  ଆରକ୍ଷୀ ବିଭାଗର ବ୍ୟସ୍ତ ବହୁଳ ସମୟ ମଧ୍ୟରେ ପୁସ୍ତକ ରଚନା ପାଇଁ ଆଗ୍ରହୀ ହୋଇଥବା ଯୋଗୁଁ ମୁଖ୍ୟମନ୍ତ୍ରୀ ଲେଖିକାଙ୍କୁ…

ସରୋଜ ବଳ ପାଇବେ ରାଜ୍ୟ ସ୍ତରୀୟ ‘ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ’

ଭୁବନେଶ୍ୱର : ମହାବୀର ସାଂସ୍କୃତିକ ଅନୁଷ୍ଠାନ, ଭବାନୀପାଟଣା ଦ୍ୱାରା ପ୍ରଦାନ କରାଯାଉଥିବା ରାଜ୍ୟସ୍ତରୀୟ ଭୁବନେଶ୍ୱର ବେହେରା ସମ୍ମାନ ପାଇବା ପାଇଁ କବି ସରୋଜ ବଳ ମନୋନୀତ ହୋଇଛନ୍ତି। ୬ ଟି ଗଳ୍ପ ସଙ୍କଳନ, ୯ ଟି କବିତା ସଙ୍କଳନ ଓ ୨ଟି ଉପନ୍ୟାସର ସ୍ରଷ୍ଟା ଶ୍ରୀ ବଳ ଓଡ଼ିଆ ସାହିତ୍ୟ ଜଗତର…

ନାରୀନେତ୍ରୀ ସରଳା ଦେବୀଙ୍କ ୧୧୯ ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶାର ବିଶିଷ୍ଟ ନାରୀନେତ୍ରୀ, ସ୍ୱାଧୀନତା ସଂଗ୍ରାମୀ ତଥା ସୁସାହିତ୍ୟିକା ସରଳା ଦେବୀଙ୍କ ୧୧୯ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସ୍ଥାନୀୟ ରୋଟାରୀ ଭବନଠାରେ ସରଳା ଦେବୀ ସୃତି ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ‘ସମ୍ବାଦ’ର ସମ୍ପାଦକ ତଥା ବିଧାୟକ ସୌମ୍ୟ…

ରଞ୍ଜନ କୁମାର ଦାସଙ୍କ ତିନୋଟି ଲଳିତ ନିବନ୍ଧ ସଙ୍କଳନ ଉନ୍ମୋଚିତ

କଟକ : ବିଶିଷ୍ଟ ପ୍ରଶାସକ ଓ ସାହିତ୍ୟିକ ରଞ୍ଜନ କୁମାର ଦାସଙ୍କ ରଚିତ ତିନୋଟି ଲଳିତ ନିବନ୍ଧ ସଙ୍କଳନ ‘ ଅସନ୍ତୋଷର ପୃଥିବୀ’, ‘ ଥାଇ ଘୋର ଜଳେଣ’ ଏବଂ ‘ ଶବ୍ଦ ଶସ୍ତ୍ର’ ସ୍ଥାନୀୟ ଶାରଳା ଭବନ ପରିସରରେ ଉନ୍ମୋଚିତ ହୋଇଯାଇଛି। ଶାରଳା ସାହିତ୍ୟ ସଂସଦର ସଭାପତି ପ୍ରଭାକର ସ୍ବାଇଁଙ୍କ…

ପ୍ରକାଶନର ସମସ୍ୟା ଓ ଆମ ସାହିତ୍ୟ

ସୌମେନ୍ଦ୍ର ଜେନା  ସାହିତ୍ୟର ସମୃଦ୍ଧିରେ ସଂସ୍କୃତିର ବିକାଶ ହୋଇଥାଏ। ଯେଉଁ ଭାଷାର ସାହିତ୍ୟ ଯେତେ ଉନ୍ନତ ସେହି ଭାଷାର ସାହିତ୍ୟ ପ୍ରକାଶନ ସେତେ ଅଧିକ ସମୃଦ୍ଧ ହୋଇଥାଏ ବୋଲି ସାଧାରଣରେ ଧାରଣା ରହିଆସିଛି। ଏକଥା ସତ ଯେ ସାହିତ୍ୟର ବିକାଶରେ ଭାଷାର ବିକାଶ ହୋଇଥାଏ। ସାହିତ୍ୟରେ ଯେଉଁ…