Latest Odisha News

BREAKING NEWS

Browsing Tag

Literarture

ଭଲ ପାଠକଟିଏ ହିଁ ଲେଖକ ହେଇପାରେ : ପୁଷ୍ପାଞ୍ଜଳି ପଣ୍ଡା

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ପୁଷ୍ପାଞ୍ଜଳି ପଣ୍ଡା ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ବାଲ୍ୟକାଳରୁ ସାହିତ୍ୟ ପ୍ରତି…

ଉମାଶଙ୍କର ମିଶ୍ରଙ୍କ ‘ତ୍ରିତୟ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ଉପନ୍ୟାସିକ ଉମାଶଙ୍କର ମିଶ୍ରଙ୍କ ଉପନ୍ୟାସିକା ସଂକଳନ ‘ତ୍ରିତୟ’ ସ୍ଥାନୀୟ ବୁଲନ୍ ଭାଇ ଭବନଠାରେ ଉନ୍ମୋଚିତ ହୋଇଯାଇଛି । ବିଶିଷ୍ଟ ପ୍ରାବନ୍ଧିକ ଅଧ୍ୟାପକ ବିଶ୍ୱରଂଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସାହିତ୍ୟ ସଭାରେ ବିଶିଷ୍ଟ ସାହିତ୍ୟିକ ଦାଶ ବେନହୁର ପୁସ୍ତକକୁ…

ସୁଧୀର ଧଙ୍ଗଡ଼ାମାଝୀ ପାଇଲେ କିଶୋରୀଚରଣ ପୁରସ୍କାର

କଟକ : ପ୍ରଖ୍ୟାତ କଥାକାର କିଶୋରୀଚରଣ ଦାସଙ୍କ ଜନ୍ମ ଶତବାର୍ଷିକ ସମାରୋହ ଅବସରରେ କିଶୋରୀଚରଣ ସ୍ମୃତି ସଂସଦ ପକ୍ଷରୁ କଟକ ଶତାବ୍ଦୀ ଭବନରେ ଆୟୋଜିତ ସମାରୋହରେ ଗଳ୍ପ ସଂକଳନ 'ଖଂଗାର' ପାଇଁ କଳାହାଣ୍ଡିର ଯୁବ କଥାଶିଳ୍ପୀ ସୁଧୀର କୁମାର ଧଙ୍ଗଡ଼ାମାଝୀଙ୍କୁ ମର୍ଯ୍ୟାଦାଜନକ 'କିଶୋରୀଚରଣ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଆ ଭାଷା ଓ ନାରୀ ସଶକ୍ତିକରଣ ଶୀର୍ଷକ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଭାଷା ସମ୍ମିଳନୀ ଅବସରର ଦ୍ୱିତୀୟ ଦିବସରେ ଜ୍ଞାନପୀଠ ପୁରସ୍କାରପ୍ରାପ୍ତ ବିଶିଷ୍ଟ ଔପନାସିକା ପ୍ରତିଭା ରାୟଙ୍କ ଅଧ୍ଯକ୍ଷତାରେ ଓଡ଼ିଆ ଭାଷା ଓ ନାରୀ ସଶକ୍ତିକରଣ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତି…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଯୋଡ଼ିହେବେ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଥିବା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସହିତ ଯୋଡ଼ି ହେବା ପାଇଁ ଓଡ଼ିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଉଛି । ପ୍ରାୟ ୧୩ ଲକ୍ଷ ପ୍ରବାସୀ ଓଡ଼ିଆମାନଙ୍କୁ ଆଭାସୀ ମାଧ୍ୟମରେ ଯୋଡ଼ିବା ପାଇଁ ବ୍ୟବସ୍ଥା…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ଓ ବିଭିନ୍ନ…

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ସ୍ଥାନୀୟ ଜନତା ମଇଦାନ ଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ…

ସାହିତ୍ୟ ପରିକ୍ରମା – ୨୦୨୩

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୩ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ରମାଦେବୀ ବିଶ୍ୱ ବିଦ୍ୟାଳୟରେ ‘ସ୍ମୃତିରେ ଜୟନ୍ତ ମହାପାତ୍ର’ ଆୟୋଜିତ

ଭୁବନେଶ୍ୱର : ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବିଶିଷ୍ଟ କବି ସ୍ଵର୍ଗତଃ ଜୟନ୍ତ ମହାପାତ୍ରଙ୍କ ସ୍ମୃତିରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଇଂରାଜୀ ବିଭାଗରେ ବିଭାଗୀୟ ମୁଖ୍ୟ ମନୀଷା ମିଶ୍ରଙ୍କ ତତ୍ୱାବଧାନରେ ସ୍ବର୍ଗତଃ ମହାପାତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ "ସ୍ମୃତିରେ ଜୟନ୍ତ…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ କର୍ମଶାଳା ଉଦ୍‌ଯାପିତ

ଭୁବନେଶ୍ୱର : ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଆରମ୍ଭ ହୋଇଥିବା ୧୫ ଦିନିଆ କର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଏହି କର୍ମଶାଳାରେ ଯୋଗଦେଇଥିବା ପ୍ରାୟ ୧୦୦ ଜଣ ସ୍ନାତକୋତ୍ତର, ଏମ୍‌.ଫିଲ୍‌ ଏବଂ ପି.ଏଚ୍‌ଡି ଛାତ୍ରଛାତ୍ରୀମାନଙ୍କୁ…

ରାଜ୍ୟ ଗ୍ରନ୍ଥାଗାରକୁ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀଙ୍କ ଦ୍ୱାରା ଏକ ହଜାର ବିରଳ ପୁସ୍ତକ ପ୍ରଦାନ

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇପିଏସ୍‌ ଅଧିକାରୀ ତଥା ଜନସେବା କ୍ଷେତ୍ରରେ ସୁଖ୍ୟାତି ଅର୍ଜନ କରିଥିବା ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରାୟ ଏକ ହଜାର ବିରଳ ଓ ଦୁର୍ଲଭ ପ୍ରାଚୀନ ଓଡ଼ିଆ ପୁସ୍ତକ ଓ ପତ୍ର…