Latest Odisha News

BREAKING NEWS

Browsing Tag

Literarture

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ସ୍ୱପ୍ନପୁରୀ ତତେ କିଏ କାନ୍ଥ ବାଡର ଅନୁଷ୍ଠାନ କହିପାରେ , କେଉଁ ଦପ୍ତରରେ ଫାଇଲ ଭିତରେ ପଡିଥିବା କାଗଜ ଦେହର ନାଁ । କେତେ ଏକର ଜାଗାରେ କେତେଟା ଶ୍ରେଣୀଗୃହ , ଯାନବାହନ କି ଶିକ୍ଷକ ଶିକ୍ଷାର୍ଥୀଙ୍କୁ ନେଇ ତୋର ପରିଚୟ କାହା ପାଇଁ ତିଆରି ହୋଇ ଥାଇପାରେ ତ କାହା ପାଇଁ ତୁ ଆଶ୍ରୟସ୍ଥଳୀ ।…

ଉନ୍ମୋଚିତ ହେଲା ‘ଅଫେରା ବସନ୍ତ’

ଭୁବନେଶ୍ୱର : ବର୍ଷା ପବ୍ଲିକେଶନ ଦ୍ୱାରା ପ୍ରକାଶିତ କବୀ ମମତା ରାଣୀ ନାୟକଙ୍କ ଗୀତି କବିତା ପୁସ୍ତକ "ଅଫେରା ବସନ୍ତ ",ସ୍ଥାନୀୟ ଓଡ଼ିଶା ସାମ୍ବାଦିକ ୟୁନିୟନ ପରିସରରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ପ୍ରସନ୍ନ କୁମାର ଜେନା, କୃପାସିନ୍ଧୁ ମିଶ୍ର, ସଙ୍ଘମିତ୍ରା ମିଶ୍ର, ପ୍ରଣବ ଜ୍ୟୋତି…

ଅପ୍ରାପ୍ତିବୋଧ ହିଁ ଜଣେ ସ୍ରଷ୍ଟାର ଜୀବନରେ ଇନ୍ଧନ ପରି କାମକରେ : ଲିପସା ପଟେଲ

ଓଡ଼ିଆ ଭାଷା ସାହିତ୍ୟ ଜଗତରେ କଥା ଓ କବିତାରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ଲିପସା ପଟେଲ । ତାଙ୍କର ପ୍ରତ୍ୟେକଟି ଲେଖାରେ ସ୍ପଷ୍ଟ ବାରିହୁଏ ସାମାଜିକ ଦାୟବଦ୍ଧତା , ଜୀବନ ଯନ୍ତ୍ରଣାର ନିଛକ ପ୍ରତିବିମ୍ବ, ସଂସାର ସଂଘର୍ଷ ଓ ଜୀବନାଦର୍ଶ ପୁଣି ସମାଧାନର ବାଟ । ଅତିସାଧାରଣ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଗାନ୍ଧିଜୀ ଇନ୍ ଓଡ଼ିଶା’ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନ ସମୟର କୃତି ଓ କୀର୍ତ୍ତିର ସ୍ମୃତିରେ ଇଂରାଜୀ ଭାଷାରେ ରଚିତ ପୁସ୍ତକ "ଗାନ୍ଧିଜୀ ଇନ୍ ଓଡ଼ିଶା " ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇ ଯାଇଛି। ଏହି…

କେଦାର ମିଶ ଓ ସଞ୍ଜୟ କୁମାର ବାଗ ପାଇବେ ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ

ଭବାନୀପାଟଣା : ମହାବୀର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ୨୦୨୦ ପାଇଁ କେଦାର ମିଶ୍ର ଏବଂ ୨୦୨୧ ପାଇଁ ସଞ୍ଜୟ କୁମାର ବାଗ, ରାଜ୍ୟସ୍ତରୀୟ ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ ପାଇବେ ବୋଲି ସୂଚନା ଦିଆଯାଇଛି। ଡ. ପ୍ରଫେସର ଭୁବନେଶ୍ୱର ବେହେରା ସାହିତ୍ୟ ସମ୍ମାନ ଚୟନ କମିଟି…

ଜ୍ଞାନ ଓ ଶ୍ରଦ୍ଧା

ଗଣେଶ ଚନ୍ଦ୍ର କୁଣ୍ଡ  ଭାରତ ଏକ ଧର୍ମ ପରମ୍ପରାର ଦେଶ ।ଏଠାରେ ପ୍ରତ୍ୟକ ବ୍ୟକ୍ତି ପ୍ରତ୍ୟକ୍ଷ ଭାବରେ କେଉଁ ନା କେଉଁ ଧର୍ମକୁ ଆପଣେଇଥାନ୍ତି । କାରଣ ମନୁଷ୍ୟ ଏକ ସାମାଜିକ ପ୍ରାଣୀ । ସେ ସର୍ବଦା ଅନ୍ୟ ଉପରେ ନିର୍ଭରଶୀଳତାକୁ ଗୁରୁତ୍ୱ ଦେଇଥାଏ । ଯେପରିକି ଆଶ୍ରା, ଆଶ୍ରିତ ଓ ଆଶ୍ରୟକୁ ନେଇ…

ଲେଖକ ପାଇଁ ପାଠକ ହିଁ ଶ୍ରେଷ୍ଠ ବିଚାରକ : କିଶୋର ଆକାଶ

ଜଣେ କବି , ଗାଳ୍ପିକ, ନାଟ୍ୟକାର ଓ ଗୀତିକାର ଭାବରେ କିଶୋର ଆକାଶ ଖୁବ୍ ପରିଚିତ। ନିଜର ସ୍ଵକୀୟ ଭାଷା ଶୈଳୀ, ଉନ୍ନତ ପାତ୍ରୋଚିତ ସଂଳାପ ଓ ଚଳଚଞ୍ଚଳ ପ୍ରବାହମାନ ଦୃଶ୍ୟ ସଂଯୋଜନା ଦ୍ୱାରା ସେ ବିମୋହିତ କରି ପାରନ୍ତି ପାଠକ ଓ ଦର୍ଶକମାନଙ୍କୁ। ଅନୁବାଦ ସାହିତ୍ୟରେ ମଧ୍ୟ ସେ ଖୁବ୍ ସିଦ୍ଧହସ୍ତ ।…

ସାହିତ୍ୟ ପତ୍ରିକା ‘ଶିଳାଶ୍ରୀ’ର ପୂଜା ସଂଖ୍ୟା ଓ ‘ତଥାସ୍ତୁ’ ଉନ୍ମୋଚିତ

ଭୁବନେଶ୍ୱର : ତ୍ରୈମାସିକ ସାହିତ୍ୟ ପତ୍ରିକା ଶିଳାଶ୍ରୀର ପୂଜା ବିଶେଷାଙ୍କ ଏବଂ ଶିଳାଶ୍ରୀ ପ୍ରକାଶନୀ ପକ୍ଷରୁ ପ୍ରକାଶିତ ମଞ୍ଜୁଳା ତ୍ରିପାଠୀଙ୍କ କବିତା ସଙ୍କଳନ "ତଥାସ୍ତୁ " ସ୍ଥାନୀୟ ବୁଦ୍ଧ ମନ୍ଦିର ସଭାଗୃହରେ ଉନ୍ମୋଚିତ ହୋଇ ଯାଇଛି। ଏହି ଅବସରରେ ଲତିକା ମହାପାତ୍ର ( ସଙ୍ଗୀତ),…

ରାଜେନ୍ଦ୍ର ମିଶ୍ର ପାଇବେ ‘ଗଙ୍ଗା ଶରଣ ସିଂହ’ ପୁରସ୍କାର

ଭୁବନେଶ୍ୱର : ଭାରତ ସରକାରଙ୍କ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ , ଆଗ୍ରା ପକ୍ଷରୁ ୨୦୧୮ ବର୍ଷ ପାଇଁ ହିନ୍ଦୀ ସେବୀ ସମ୍ମାନ ପୁରସ୍କାର ଘୋଷିତ ହୋଇ ଯାଇଛି। ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ଉଲ୍ଲେଖନୀୟ ଅବଦାନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରର ରାଜେନ୍ଦ୍ର ପ୍ରସାଦ ମିଶ୍ରଙ୍କୁ ଗଙ୍ଗା…

‘ବିବାକ ବସୁଧା’ ଓ ‘ନିଖିଳ ଜୀବନବୋଧ ଓ ମାନବାତ୍ମାର କବି ଭରତ ବେହେରା’ ଉନ୍ମୋଚିତ

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନୀ ସଂସ୍ଥା 'ଏଥେନା ବୁକ୍ସ' ଆନୁକୂଲ୍ୟରେ, ସ୍ଥାନୀୟ କେଦାରନାଥ ଗବେଷଣା ପ୍ରତିଷ୍ଠାନ ସଭାଗୃହରେ କବି ଭରତ ବେହେରାଙ୍କ କବିତା ସଙ୍କଳନ "ବିବାକ ବସୁଧା" ଓ ବିରଞ୍ଚି କୁମାର ପାଣିଙ୍କ ସମ୍ପାଦିତ "ନିଖିଳ ଜୀବନବୋଧ ଓ ମାନବାତ୍ମାର କବି ଭରତ ବେହେରା " ଉନ୍ମୋଚିତ…