ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍ଯାପିତ
ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ, କର୍ଣ୍ଣାଟକ ସାହିତ୍ୟ ଏକାଡେମୀ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚାରିଦିନିଆ ଓଡ଼ିଆ-କନ୍ନଡ଼ ଜାତୀୟ ଅନୁବାଦ କର୍ମଶାଳା ଉଦ୍ଯାପିତ ହୋଇଛି ।
ଏନ୍. ନାଗାରାଜୁଙ୍କ ପୌରୋହିତ୍ୟରେ…