Latest Odisha News

BREAKING NEWS

Browsing Tag

Literature

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଲକଡାଉନ୍ ଲିରିକ୍ସ’ ଉନ୍ମୋଚିତ

ଭୁବନେଶ୍ୱର : ଅଥର ପ୍ରେସ ନୂଆଦିଲ୍ଲୀ ଆନୁକୂଲ୍ୟରେ ପ୍ରକାଶିତ କବୀ ସଂଯୁକ୍ତା ଦାଶଙ୍କର ଇଂରାଜୀ କବିତା ସଙ୍କଳନ ଲକଡାଉନ୍ ଲିରିକ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ।ମହାମାରୀ କରୋନା ସମୟରେ ଅନୁଭବ ଓ ଅନୁଭୂତି ଭିତରେ ମାନସିକ ଅବସ୍ଥା ତଥା ଆଶା ଓ…

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉଦ୍‌ଘାଟକ ଭାବେ…

ଲେଖକର ସୃଷ୍ଟି-ସମ୍ଭାର, ମଣିଷର ସାମଜିକ ଜୀବନର ପ୍ରତିଫଳନ : ନନ୍ଦିତା ମହାନ୍ତି

ସମକାଳୀନ ଓଡ଼ିଆ ସାହିତ୍ୟରେ ନନ୍ଦିତା ମହାନ୍ତି ଏକ ସଶ୍ରଦ୍ଧ ଉଚ୍ଚାରଣ । ତାଙ୍କ ଲେଖନୀ ନିଃସୃତ ପ୍ରତିଟି ସୃଜନ ତଥା ଅନୁସୃଜନରେ ବିଭୋର ହୁଅନ୍ତି ପାଠକ। ଭାବ ଓ ଭାଷାର ଚମତ୍କାରିତାକୁ ତାଙ୍କର ପ୍ରତିଟି ରଚନାରେ ଅନୁଭବ କରିହୁଏ ।ଜୀବନ୍ତ ଲାଗେ ପ୍ରତିଟି ଶବ୍ଦ ,ବିଭୋର ହୋଇଯାଏ ମନ ଓ ପ୍ରାଣ ।…

ପଣ୍ଡିତ ଆର୍ତ୍ତତ୍ରାଣ ଦାଶଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଭୁବନେଶ୍ୱର : ଶିଶୁକିଶୋର ପତ୍ରିକା ସରଗଶଶୀ ପକ୍ଷରୁ କର୍ମକାଣ୍ଡ ସୁଧାକର ତଥା ପାଲାଗାୟକ ପଣ୍ଡିତ ଆର୍ତ୍ତତ୍ରାଣ ଦାଶଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପିପିଲିଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ଗାୟକ ମୃଗନାଭି ରବୀନ୍ଦ୍ର ପ୍ରଧାନ, ଗାୟକ ଭାସ୍କର ଦୁର୍ଯ୍ୟୋଧନ ନାୟକ, ବିଶିଷ୍ଟ …

ବନ୍ଦନା ପଣ୍ଡାଙ୍କର ପ୍ରଥମ କବିତା ସଙ୍କଳନ ‘କୁହୁଡ଼ିବଣ’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା 'ପେନ ଇନ ବୁକସ' ଆନୁକୂଲ୍ୟରେ କବୀ ବନ୍ଦନା ପଣ୍ଡାଙ୍କର ପ୍ରଥମ କବିତା ସଙ୍କଳନ 'କୁହୁଡ଼ିବଣ' ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ କର କମଳରେ ଉନ୍ମୋଚିତ ହୋଇଯାଇଛି । ପୂର୍ବରୁ ଅନେକ ପତ୍ର ପତ୍ରିକାରେ କବୀ ଶ୍ରୀମତୀ ପଣ୍ଡାଙ୍କର ଅନେକ କବିତା…

ସାହିତ୍ୟ ଜନ-ଜୀବନ ସହ ଯୋଡ଼ି ହୋଇ ରହୁ : ମାନିନୀ ମିଶ୍ର

ସମକାଳୀନ ଓଡ଼ିଆ ସାହିତ୍ୟର ଜଣେ ସୁପରିଚିତ ବ୍ୟକ୍ତିତ୍ୱ ମାନିନୀ ମିଶ୍ର । ଏକାଧାରରେ ଜଣେ କବୀ , ପ୍ରାବନ୍ଧିକା ଏବଂ ଏକ ଅଗ୍ରଣୀ ଦୈନିକ ଖବର କାଗଜର ସାହିତ୍ୟ ବିଭାଗର ସମ୍ପାଦିକା। ତାଙ୍କ କଲମ ମାଟିର କଥା କହେ, ଜନ- ଜୀବନର କଥା କହେ । ବିଶେଷ ଭାବରେ ବିପ୍ଳବଧର୍ମୀ କବିତା ରଚନା କରିବାରେ ସେ…

ସାହିତ୍ୟ ପତ୍ରିକା ‘କାଦମ୍ବିନୀ’ ଓ ‘କୁନିକଥା’ର ସ୍ୱନକ୍ଷତ୍ର ଉତ୍ସବ ଆୟୋଜିତ

Weଭୁବନେଶ୍ୱର : ଓଡ଼ିଶାର ସର୍ବ ପ୍ରଥମ ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ର ତ୍ରୟୋବିଂଶ ଏବଂ ଓଡ଼ିଶାର ସର୍ବ ପ୍ରଥମ ମାସିକ ପାରିବାରିକ ଶିଶୁ-କିଶୋର ପତ୍ରିକା ‘କୁନିକଥା’ର ଦ୍ୱାଦଶ ସ୍ୱନକ୍ଷତ୍ର ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସାରସ୍ୱତ…

ଏଥେନା ବୁକସ ପକ୍ଷରୁ ପ୍ରଥମ କବିତା ଆସର ଆୟୋଜିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ଏଥେନା ବୁକସ ଆନୁକୂଲ୍ୟରେ କାର୍ଯ୍ୟାଳୟ ପରିସରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବରେ ଏକ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ସାହିତ୍ୟିକ ସତ୍ୟନାରାୟଣ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଆସରରେ ସୁମିତା ବେହେରା,ସ୍ବର୍ଣ୍ଣଲତା ମହାପାତ୍ର,…

ଶ୍ୱେତପଦ୍ମା ପାଢ଼ୀଙ୍କର ‘ସଖି କଣ୍ଢେଇ’ ଉନ୍ମୋଚିତ

ଭୁବନେଶ୍ୱର : ବର୍ଷା ପବ୍ଲିକେସନ ଆନୁକୂଲ୍ୟରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନ ସଭାଗୃହରେ ଶ୍ୱେତପଦ୍ମା ପାଢ଼ୀଙ୍କର ପଥମ ଉପନ୍ୟାସ 'ସଖୀ କଣ୍ଢେଇ' ଉନ୍ମୋଚିତ ହୋଇଯାଇଛି। ଏହି ସାରସ୍ଵତ କାର୍ଯ୍ୟକ୍ରମରେ ହିରଣ୍ମୟୀ ମିଶ୍ର ମୁଖ୍ୟ ଅତିଥି , ଅମରେଶ ବିଶ୍ୱାଳ ସମ୍ମାନିତ ଅତିଥି, ପବିତ୍ର ମୋହନ…

ସାହିତ୍ୟ, ସମର୍ପଣ ଓ ଅନୁରକ୍ତିର ସମ୍ମିଶ୍ରଣ : କମଳ କୁମାର ମହାନ୍ତି

ସମକାଳର ଜଣେ ନିଆରା ଶବ୍ଦଶିଳ୍ପୀ କମଳ କୁମାର ମହାନ୍ତି । ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର ସ୍ରଷ୍ଟା ଭାବରେ , ସେ ସୃଷ୍ଟି କରି ଚାଲିଛନ୍ତି ଅନେକ କବିତା। ସେ କବିତା ମାଧ୍ୟମରେ ଏକ ଅନ୍ତର୍ଯାତ୍ରାରେ ବିଶ୍ୱାସ ରଖନ୍ତି। ସରଳତା ଭିତରେ ତୀକ୍ଷ୍ମତା ଓ ସ୍ୱାଭାବିକତା ଭିତରେ ଆସାଧାରଣତା,…