ବିନ୍ଦୁ ସାହିତ୍ୟ ସମାଜର ଷଷ୍ଠ ବାର୍ଷିକ ସାରସ୍ୱତ ଉତ୍ସବ ଆୟୋଜିତ
ଭୁବନେଶ୍ୱର : ବିନ୍ଦୁ ସାହିତ୍ୟ ସମାଜର ବାର୍ଷିକ ସାରସ୍ୱତ ଉତ୍ସବ ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ନିତ୍ୟାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ସଂଘମିତ୍ରା ମିଶ୍ର ମୁଖ୍ୟ ଅତିଥି ଭାବେ ଏବଂ ଭବାନୀ ଶଙ୍କର ମିଶ୍ର ମୁଖ୍ୟବକ୍ତା…