Latest Odisha News

BREAKING NEWS

Browsing Tag

Literature

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ପାଇଁ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଆୟୋଜିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ କାର୍ଯ୍ୟକ୍ରମର ଉଦ୍ଯାପନୀ ଉତ୍ସବରେ ୫ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ପାଣ୍ଡିଆନ୍…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଶା କୁଇଜ୍ ପ୍ରତିଯୋଗିତା

ଭୁବନେଶ୍ୱର :  ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନି ଦିନ ଧରି କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧାସ୍ଥିତ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ତଥା କୁଇଜ୍…

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ସଭାରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଭାଗୀୟ…

‘ଓଡ଼ିଶା : ନବଦିଗନ୍ତର ସମ୍ଭାବନା’ ନେଇ ଆଲୋଚନା ‘ସେବା ମନୋବୃତ୍ତି ଓ ସଂକଳ୍ପ ନେଇ ସରକାର କାର୍ଯ୍ୟ…

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ଆଦିକବି ସାରଳା ଦାସ ପ୍ରକୋଷ୍ଠରେ ଆୟୋଜିତ '୨୦୩୬ରେ ଓଡ଼ିଶା: ନବଦିଗନ୍ତର ସମ୍ଭାବନା' ଶୀର୍ଷକ ଆଲୋଚନା ସଭାରେ ଅତିଥିମାନେ ଓଡ଼ିଶାର ଗୌରବମୟ ସଂସ୍କୃତି ଓ ପରମ୍ପରାକୁ ସମୃଦ୍ଧ କରିଥିବା ପୂର୍ବସୂରୀମାନଙ୍କ ତ୍ୟାଗ, ତପସ୍ୟା ଓ…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଓଡ଼ିଶାର ଲୋକସଂସ୍କୃତି ଉପରେ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଦ୍ଵିତୀୟ ଦିବସରେ ଆଜି ଆୟୋଜିତ ଓଡ଼ିଶାର ଲୋକସଂସ୍କୃତି ସମ୍ପର୍କିତ ଆଲୋଚନା ସଭାରେ ବିଶିଷ୍ଟ ଲୋକସାହିତ୍ୟବିତ୍ ଓ ଭାଷାବିତ୍ ତଥା ପୂର୍ବାଞ୍ଚଳ ଭାଷା କେନ୍ଦ୍ରର ପୂର୍ବତନ ଅଧକ୍ଷ ଅରବିନ୍ଦ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଓଡ଼ିଶାର…

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀରେ ଆଧୁନିକ ଓଡ଼ିଶାର ଅଭ୍ୟୁଦୟ ଶୀର୍ଷକରେ ଆଲୋଚନା

ଭୁବନେଶ୍ୱର : ପ୍ରଥମ ବିଶ୍ୱ ଭାଷା ସମ୍ମିଳନୀର ଦ୍ୱିତୀୟ ଦିବସରେ ଆଦିକବି ସାରଳା ଦାସ ପ୍ରକୋଷ୍ଠରେ ବିଶିଷ୍ଟ ଐତିହାସିକ ନିବେଦିତା ମହାନ୍ତିଙ୍କ ଅଧ୍ୟକ୍ଷତାରେ ୧୯୩୬ : ଆଧୁନିକ ଓଡ଼ିଶାର ଅଭ୍ୟୁଦୟ ଶୀର୍ଷକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନରେ ବରୋଦା ସ୍ଥିତ ଗତିଶକ୍ତି…

ଭୁବନେଶ୍ୱର ସାହିତ୍ୟ ପର୍ବ ଉଦ୍‌ଯାପିତ

ଭୁବନେଶ୍ୱର : ଭୁବନେଶ୍ବର ସାହିତ୍ୟ ସାମାଜ ଟ୍ରଷ୍ଟ ଆନୁକୁଲ୍ୟରେ ସ୍ଥାନୀୟ ଜୟଦେବ ଭବନ ପରିସରରେ ଦୁଇଦିନ ଧରି ଆୟୋଜିତ ହୋଇଥିବା ଭୁବନେଶ୍ବର ସାହିତ୍ୟ ପର୍ବ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବ ଅବସରରେ ଆୟୋଜିତ ମୁକ୍ତ ଅଧିବେଶନରେ ଜର୍ମାନୀ ଲେଖିକା ତଥା ଅନୁବାଦିକା ଉତ୍ତେ…

ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶା ଶିଶୁ କିଶୋର ସାହିତ୍ୟ ଏକାଡେମୀର ଇ-ପତ୍ରିକା ଶିଶୁ କିଶୋର.କମ ସ୍ଥାନୀୟ ଜୟଦେବ ଭବନର ଗୀତ ଗୋବିନ୍ଦ ସଦନରେ ଉନ୍ମୋଚିତ ହୋଇଯାଇଛି। ଏକାଡେମୀର ସଭାପତି ପ୍ରଫେସର ଦାଶ ବେନହୁରଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ଦେବୀ ପ୍ରସନ୍ନ ପଟ୍ଟନାୟକ ମୁଖ୍ଯ…

ହରେକୃଷ୍ଣ ମହତାବଙ୍କ ଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଆଲୋଚନା

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ଏବଂ ମୌଳିକ ବିଜ୍ଞାନ ଓ କଳା ମହାବିଦ୍ୟାଳୟ (ଓୟୁଏଟି)ଙ୍କ ମିଳିତ ଆନୁକୂଲ୍ୟରେ ଓୟୁଏଟି ସମ୍ମିଳନୀ କକ୍ଷରେ ଏଥିରେ ହରେକୃଷ୍ଣ ମହତାବଙ୍କ ବହୁଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଏକ 'ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି…