Latest Odisha News

BREAKING NEWS

Browsing Tag

Literature

ଦାସିଆ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ

ଉମରକୋଟ : ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ " ଦାସିଆ ସାଂସ୍କୃତିକ ପରିଷଦ"ର ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହ, ସ୍ଥାନୀୟ ଏସ. ଏସ. ଇଣ୍ଟରନ୍ୟାସନାଲଠାରେ ଅନୁଷ୍ଠିତ ହୋଇଯାଇଛି ଲ ଏହି ଅବସରରେ ପରିଷଦର ମୁଖପତ୍ର " ପ୍ରେରଣା " ଓ ବାସନ୍ତୀ ଲତା ଜେନାଙ୍କ କବିତା ସଙ୍କଳନ…

‘ସାମ୍ପ୍ରତିକ ସାହିତ୍ୟର ବିବିଧ ଦିଗନ୍ତ’ ଶୀର୍ଷକରେ ଆନ୍ତର୍ଜାତୀୟ ଗବେଷଣା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ : ଫକୀରମୋହନ ଫାଉଣ୍ଡେସନ, ନୂଆ ଦିଲ୍ଲୀ, ଓଡ଼ିଶା ଶାଖା ଓ କାନ୍ସ କଲଚରାଲ ସେଣ୍ଟର, ଟରୋଣ୍ଟୋ, କାନାଡ଼ାର ମିଳିତ ସହଯୋଗରେ "ସାମ୍ପ୍ରତିକ ସାହିତ୍ୟର ବିବିଧ ଦିଗନ୍ତ" ଶୀର୍ଷକରେ ଦଶଦିବସୀୟ ଆନ୍ତର୍ଜାତୀୟ ଗବେଷଣାର ଉଦଯାପନୀ ପର୍ବ ୱେବିନାର ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି ।…

ଓଡ଼ିଆ ଭାଷା ସାହିତ୍ୟକୁ ଗୌରୀ କୁମାରଙ୍କ ଦାନ ଅତୁଳନୀୟ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ , ସଭାପତି ହୃଷିକେଶ ମଲ୍ଲିକଙ୍କ ପୋୖରହିତ୍ୟରେ , ସ୍ଥାନୀୟ ସଂସ୍କୃତି ଭବନରେ ବାଗ୍ମୀ ଗୌରୀ କୁମାର ବ୍ରହ୍ମାଙ୍କର ରାଜ୍ୟସ୍ତରୀୟ ଶ୍ରଦ୍ଧୋତ୍ସବ ପାଳନ ଉପଲକ୍ଷେ, ଏକ ସାରସ୍ୱତ ସଭା ଆୟୋଜିତ ହୋଇଯାଇଛି। ଏହି ସଭାରେ ବିବେକାନନ୍ଦ ପାଣିଗ୍ରାହୀ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଆପେକ୍ଷିକ  "ଜୀବନ ଦୁଇ ପଦର ଗୀତ - ପଦେ ସୁଖର ତ ପଦେ ଦୁଃଖର " ଏହି ପଦକ କଥା ବହି ଯାଉଥିବା ନଈ ଉଦ୍ଦେଶ୍ୟରେ କହିଥିଲ ସେଦିନ ଯେତେବେଳେକି ନଈ ସୁଅରେ ଭାସିଯାଉଥିବା ଅଳିଆସମୂହ ଚିତ୍ରବିଚିତ୍ର ହୋଇ ଆପଣା ଛନ୍ଦରେ ଚିତ୍ରାୟିତ ହେଉଥିଲେ ନଈର ଛାତିରେ । ମୁଁ ଭାବପ୍ରବଣ ହେଉଥିଲି କ୍ରମଶଃ ଠୁଳ…

କବିତା : ସୁନେଲୀ ସପନ

"ଆନ୍ତର୍ଜାତିକ ଶାନ୍ତି ଦିବସ" ଉପଲକ୍ଷେ  ଡାକ ଏବେ ସମସ୍ତଙ୍କୁ ମୁକ୍ତାକାଶ ତଳେ ଆସି ଏକତ୍ରିତ ହେବା , ସମୟର ପ୍ରମତ୍ତପଣକୁ ବିଧିର ଭସ୍ମଭାବି ଦେହରେ ବୋଳିବା , ବେଜାଏ ଦୁଃଖ ଧରି ବସିଥିବା ମାନଙ୍କୁ ମନେଇବା, ଅସନା ଆବର୍ଜନା ଯେତେ ସବୁ ବାଛି ଶୂନ୍ୟରେ ତା' କବର ତୋଳିବା।…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ନନା !  ଏଇ ଚିଠି ସେତେବେଳେ ଲେଖୁଛି ଯେତେବେଳେ ତୁମେ ଜଣେଇ ସାରିଛ ଜୀବନକୁ ଜୀଇଁଯିବା ଲାଗି ତୁମେ ସ୍ପୃହାମାନଙ୍କୁ ଭୁଲି ଯାଇଛ । ଶେଷଥର ତୁମକୁ କେବେ ଚିଠି ଲେଖିଥିଲି ମୋର ମନେ ନାହିଁ ନନା ଯଦିଓ ପ୍ରତ୍ୟହ ଗଦା ଗଦା ଚିଠି ଲେଖା ଚାଲିଥାଏ ମୋ ଡାଏରୀ ଫର୍ଦ୍ଦରେ ଭିନ୍ନ ଭିନ୍ନ…

ଲେଖକଟିଏ ପ୍ରଥମେ ଭଲ ପାଠକ ହେବା ଆବଶ୍ୟକ : ଅଙ୍ଗୁରବାଳା ପରିଡ଼ା

ଆଧୁନିକ ଓଡ଼ିଆ କବିତାରେ କବୀ ଅଙ୍ଗୁରବାଳା ପରିଡ଼ା ଜଣେ ପ୍ପ୍ରମୁଖ ସ୍ୱର , ଚର୍ଚ୍ଚିତ ଉଚ୍ଚାରଣ ଓ ଆଲୋଚିତ ପ୍ରତିଭା । ତାଙ୍କ କବିତାରେ ମାଟି ମନସ୍କତା , ସାମାଜିକ ବାସ୍ତବତା , ଜୀବନବାଦ ଓ ପ୍ରଗତିଶୀଳ ଚେତନାର ଉଦଭାସ ଏବଂ ସର୍ବୋପରି ପ୍ରେମର ପରିଭାଷାର ଗଭୀର ଭାବ ଓ ତନ୍ମୟ ଅନୁଭବର…

କବିତା ଲେଖିବା ସହଜ କିନ୍ତୁ କବି ହେବା ଆଦୌ ସହଜ ନୁହେଁ : କାମଦେବ ମହାରଣା

ସମକାଳୀନ ଓଡ଼ିଆ ସାହିତ୍ୟରେ ଏକ ଶ୍ରସଦ୍ଧ ଉଚ୍ଚାରଣ କାମଦେବ ମହାରଣା। ତାଙ୍କର ପ୍ରତ୍ୟେକଟି ରଚନାରେ ସ୍ପଷ୍ଟ ବାରି ହୁଏ ସାମାଜିକ ଦାୟବଦ୍ଧତା , ଜୀବନ ଯନ୍ତ୍ରଣାର ନିଛକ ପ୍ରତିବିମ୍ବ, ସଂସାର ସଂଘର୍ଷ ଓ ସମାଧାନର ସୂତ୍ର । ସାଧାରଣ ଜୀବନରେ ଘଟୁଥିବା ଘଟଣାବଳୀ ତଥା ପ୍ରକୃତି ସୌନ୍ଦର୍ଯ୍ୟର…

ଶାସିତର ସାହିତ୍ୟ କ’ଣ ଆଧୁନିକ ସାହିତ୍ୟ ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର… ଆମ ଓଡିଶାରେ ଯେଉଁ ଧରଣର ଧାରା ସାହିତ୍ୟ କ୍ଷେତ୍ରରେ ଦେଖାଦେଉଛି, ସେ ଧାରାକୁ ଆଧୁନିକ ଓ ଉତ୍ତର -ଆଧୁନିକ ବୋଲି ଡିଣ୍ଡିମ ପିଟାଯାଉଛି । ଏ ଡିଣ୍ଡିମ ପିଟୁଛନ୍ତି କେଉଁମାନେ ? ବୁଦ୍ଧିଜୀବୀ ଓ ସାହିତ୍ୟର ସମୀକ୍ଷକ ବୋଲାଉଥିବା ଦଳେ…

ସାମାଜିକ ଆଦର୍ଶକୁ ଛାଡ଼ି ସାହିତ୍ୟ କେବେବି ତିଷ୍ଠି ପାରିବ ନାହିଁ : ସୌଭାଗ୍ୟବନ୍ତ ମହାରଣା

କବିତାକୁ ଜୀବନର ସମଗ୍ର ସତ୍ତା ବୋଲି ମନେ କରୁଥିବା ଏକ ଅନନ୍ୟ ବ୍ୟକ୍ତିତ୍ୱ ସୌଭାଗ୍ୟବନ୍ତ ମହାରଣା। ଦୀର୍ଘ ଚାରି ଦଶନ୍ଧିରୁ ଉର୍ଦ୍ଧ୍ବ ସମୟ ଧରି ଜୀବନର ପ୍ରତିଟି ମୁହୂର୍ତ୍ତରେ ସେ ଅନୁଭବ କରିଛନ୍ତି କବିତାର ଭାବ, ଲୟ ଓ ଶବ୍ଦ ମାଧୁର୍ଯ୍ୟ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ନିଷ୍ଠାପର…