Latest Odisha News

BREAKING NEWS

Browsing Tag

Literature

କବିତା : ଶ୍ରଦ୍ଧାଞ୍ଜଳି

କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀରେ "ଶ୍ରଦ୍ଧାଞ୍ଜଳି " କୁଆଡ଼େ ଯାଇଛ ଫେରିଆସ ଥରେ ଆହେ ଗଙ୍ଗାଧର ତୁମେ , ତୁମକୁ ହରାଇ ଶୋକାକୁଳ ଆଜି ଲୋକେ ଉତ୍କଳ ଭୂମେ । ହେ କଳିଙ୍ଗ ପୁତ୍ର ତୁମ ଶୂନ୍ୟସ୍ଥାନ ପ୍ରତି ଓଡ଼ିଆର ମନେ, ମାତୃଭୂମି ଝୁରେ ତୁମ ଉପସ୍ଥିତି ଲୋତକ ଭରି ନୟନେ ।…

ଜୀବନ ଶରୀର ହେଲେ ସାହିତ୍ୟ ତା’ର ଆତ୍ମା : ଅନୀତା ପାଣି

ଓଡ଼ିଆ ସାହିତ୍ୟ ଆକାଶର ଏକ ସୁପରିଚିତ ନକ୍ଷତ୍ର  ଅନୀତା ପାଣି । ତାଙ୍କ ସୃଜନୀର ସ୍ରୋତ ଦିଗରୁ ଦିଗନ୍ତ ଯାଏଁ ପରିବ୍ୟାପ୍ତ । ନିଜ ଳେଖନୀର ସ୍ପର୍ଶରେ ,ଓଡ଼ିଆ ଭାଷା ସାହିତ୍ୟକୁ ସେ ରୁଦ୍ଧିମନ୍ତ କରିଚାଲିଛନ୍ତି । ତାଙ୍କରି ପ୍ରତିଟି ରଚନାରେ ଥାଏ ଜୀବନର ଦର୍ଶନ । ଭାବ ଓ ଭାଷାର ସମ୍ମିଶ୍ରଣରେ…

ପଞ୍ଚାନନ କାନୁନ୍‌ଗୋଙ୍କ ‘ଗାନ୍ଧିଜୀଙ୍କ ଓଡ଼ିଶା ଆବିଷ୍କାର’ ଉନ୍ମୋଚିତ

ଭୁବନେଶ୍ୱର : ବାଗଦେବୀ ପ୍ରକାଶନ ପକ୍ଷରୁ ଲେଖକ ପଞ୍ଚାନନ କାନୁନ୍‌ଗୋଙ୍କ ଦ୍ୱାରା ରଚିତ ଲୋକ ଇତିହାସ ମାଳାର ୪ର୍ଥ ଖଣ୍ଡ 'ଗାନ୍ଧିଜୀର ଓଡ଼ିଶା ଆବିଷ୍କାର' ପୁସ୍ତକ ଜନାର୍ଦ୍ଧନ ପତିଙ୍କ ଦ୍ୱାରା ଲୋକାର୍ପିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ପତି କହିଲେ ଯେ, ଭାରତ ବର୍ଷରେ ସାଂପ୍ରଦାୟିକ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଉଡାଣ ପୂର୍ବ ଚିଠିର ପ୍ରତିକ୍ରିୟାରେ ମୋତେ ମିଳିଥିବା ମତସବୁକୁ ପଢୁଥିଲାବେଳେ ସୁଜୁର ଉତ୍ତର ଅଟକେଇ ରଖିଲା କିଛି କ୍ଷଣ । କାହିଁକି ଲାଗିଲା ତୁମ ପ୍ରତି ମୋର ସମ୍ପର୍କକୁ ସଠିକ ଶବ୍ଦରେ ଖଞ୍ଜିପାରିନି ବୋଧହୁଏ ସେହି ଚିଠିରେ । ପ୍ରେମ ଘୃଣାର ବିପରୀତ ନୁହେଁ ବୋଲି ମୁଁ ବୁଝେ । କାହା…

କେଦାରନାଥ ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ‘ଫୋକଲୋର ଅଫ ଓଡ଼ିଶା’

ଭୁବନେଶ୍ୱର : କେଦାରନାଥ ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ ଅନଲାଇନ ମାଧ୍ୟମରେ "ଫୋକଲୋର ଅଫ ଓଡ଼ିଶା" ଶୀର୍ଷକରେ , 'କେଦାରନାଥ ସ୍ମାରକୀ ବକ୍ତୃତାମାଳା' ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବିଶିଷ୍ଟ ଲୋକ ସଂସ୍କୃତି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅନୁରାଗର ରଙ୍ଗ " ହୃଦୟ ଦେଇ ତୁମକୁ ଜିତିବାକୁ ଚାହେଁ ...ଏତିକି ହିଁ ମୁଁ ତୁମକୁ ଲେଖିବାକୁ ଚାହୁଁଥିବା ଧାଡିମାନଙ୍କର ସାରାଂଶ ।" ଏମିତି କିଛି ଶୁଣେଇଥିଲ ପୂର୍ବବର୍ତ୍ତି ଚିଠିର ଉତ୍ତରରେ ମୁଁ ଅର୍ଦ୍ଧଚେତନ ଅବସ୍ଥାରେ ଲୁହ ଲୁହ ଥିଲାବେଳେ । ତୁମ ପାଖରୁ ଏହି ଉତ୍ତର ଆସୁଥିଲାବେଳେ…

ରଞ୍ଜନ କୁମାର ଦାସଙ୍କ କବିତା ସଙ୍କଳନ ‘ସମୟର ସାତରଙ୍ଗ’ ଉନ୍ମୋଚିତ

ଭୁବନେଶ୍ବର: ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକସ ଆନୁକୂଲ୍ୟରେ ଆୟୋଜିତ ଏକ ଉତ୍ସବରେ , କବି ତଥା ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଦ୍ବାଦଶ କବିତା ସଙ୍କଳନ "ସମୟର ସାତରଙ୍ଗ" ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ହୃଷିକେଶ ମଲ୍ଲିକ ମୁଖ୍ୟଅତିଥି ଭାବେ…

ମୋ କବିତା, ଏକୁଟିଆ ଲୋକର ମନର କଥା : ଭାରତ ମାଝୀ

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା କବି ଭାରତ ମାଝୀ । ଲେଖନୀ ଚାଳନାରେ ସେ ଫୁଟେଇ ପାରନ୍ତି ଜୀବନ୍ତ କବିତା । ତାଙ୍କ ସର୍ଜନା କ୍ଷେତ୍ରର ପରିସୀମା ମପା ଯାଇ ପାରେନା । ହାଇୱେରେ କୁହୁଡ଼ି, ମାର୍ଫତ ଫୁଟପାଥ, ଭାରତ ମାଝୀ ଡଟ କମ, ମହାନଗର ପଦ୍ୟ, ମାଝୀ ଗୀତ,…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୧ )

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ 'ତଥାପି ଅପେକ୍ଷା' : ଭାଗ ୧ ଭୋର ପାଞ୍ଚଟା।ଅକ୍ଟୋବର ମାସ। ହାଲୁକା ଥଣ୍ଡା ପବନ ଦେହମନକୁ ଛୁଇଁ ଯାଉଥାଏ। ହାତଘଣ୍ଟା ନୁହେଁ, ମୋବାଇଲରେ ଦେଖିଦେଲେ ହେଲା। ଅମୃତା ବାହାରକୁ ବାହାରିବା ପୂର୍ବରୁ ଆଣ୍ଟିଙ୍କର ସମସ୍ତ କାମ ସାରିଦେଇଥାଏ।କାମରେ ସୁନିପୂଣା…

କବିତା ହୃଦୟରୁ ହୃଦୟକୁ ସଞ୍ଚରିତ ହୁଏ : ଗଜାନନ ମିଶ୍ର

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ଶିଳ୍ପୀ ଗଜାନନ ମିଶ୍ର । ଲେଖନୀ ଚାଳନାରେ ସେ ଫୁଟେଇ ପାରନ୍ତି ଜୀବନ୍ତ ବୃତ୍ତାନ୍ତ । ତାଙ୍କ ସାଧନାର କ୍ଷେତ୍ର ଦିଗରୁ ଦିଗନ୍ତ ଯାଏଁ ପରିବ୍ୟାପ୍ତ । ତାଙ୍କ ସଙ୍କଳନ ମଧ୍ୟରେ ସର୍ବନାମ, ନଥିବା ଚିତ୍ର, ଷ୍ଟେସନ କବିତାଘର , ଗୋଟାପଣେ…