ପୁଣି ବିଗିଡିଲା ଆଡଭାନୀଙ୍କ ସ୍ବାସ୍ଥ୍ଯବସ୍ଥା, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଏଲ.କେ ଆଡଭାନୀଙ୍କୁ ମଙ୍ଗଳ ବାର ଦିନ ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଚିକିତ୍ସା ପରେ ତାଙ୍କର ସ୍ବାସ୍ଥ୍ଯବସ୍ଥା ସ୍ଥିର ରହିଥିବା ନେଇ ସୂତ୍ରରୁ ପ୍ରକାଶ।
୯୬ ବର୍ଷୀୟ ଏହି ନେତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…