ଜେଏସଡବ୍ଲ୍ୟୁ ବିରୋଧୀଙ୍କ ଆନ୍ଦୋଳନର ସ୍ବର ନରମିଲା
ପାରାଦୀପ: ଜଗତସିଂହପୁର ଜିଲ୍ଲାର ଏରସମା ତହସିଲ ଅନ୍ତର୍ଗତ ଢ଼ିଙ୍କିଆ ନୂଆଗାଁ ଓ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେଏସଡବ୍ଲ୍ୟୁ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଜାରି ରହିଛି। ଗୋଟିଏ ପଟେ ଢ଼ିଙ୍କିଆ ପଞ୍ଚାୟତର ଗୋବିନ୍ଦପୁର, ପାଟଣା, ମାହାଳ ଓ ପରେ ଢ଼ିଙ୍କିଆ ଗାଁରେ ପାନବରଜ ମାପଚୁପ…