Latest Odisha News

BREAKING NEWS

Browsing Tag

Lock Down Restrictions

ଲକ୍‌ଡାଉନ ନିୟମ ଭାଙ୍ଗି ଶ୍ରୀମନ୍ଦିରରେ ପଶିଲେ ବଡଚଣା ଆଇଆଇସି, ମାମଲା ରୁଜୁ

ପୁରୀ: ନିୟମ ଭାଙ୍ଗିଲେ ପୋଲିସ ବାବୁ । ଲକ୍‌ଡାଉନ କଟକଣା ସତ୍ତ୍ୱେ ଶ୍ରୀମନ୍ଦିରରେ ପରିବାର ସହ ଦର୍ଶନ କରିବା ମହଙ୍ଗା ପଡିଲା । ଫେରିବା ପରେ ସିଂହଦ୍ୱାର ପୋଲିସ ତାଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ, ବଡଚଣା ଆଇଆଇସି ଦୀପକ ଜେନା ପରିବାର ସହ ଶ୍ରୀମନ୍ଦିରକୁ ଦକ୍ଷିଣ ଦ୍ୱାର ପଟେ ପ୍ରବେଶ…

ଘରମାଲିକ ଦେଖାଇଲେ ମାନବିକତା, ୭ ଭଡାଟିଆଙ୍କୁ ଘରଭଡା ଛାଡ କଲେ

ଭୁବନେଶ୍ୱର: ଲକ୍‌ଡାଉନ ସମସ୍ତଙ୍କ ଆର୍ଥିକ ମାନଦଣ୍ଡକୁ ଦୋହଲାଇ ଦେଇଛି । ଏହି ପରୀପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘରମାଲିକମାନଙ୍କୁ ମାନବିକତା ଦୃଷ୍ଟିରୁ ଘର ଭଡା ଛାଡ କିମ୍ବା ଟାଳିବା ନେଇ ପରାମର୍ଶ ଦେଇଥିଲେ । ଏହି କ୍ରମରେ ଭୁବନେଶ୍ୱର ବରମୁଣ୍ଡାର ସୌଦାମିନୀ ସାମନ୍ତରାୟ ନାମକ…

ରଥଯାତ୍ରା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ପୁରୀ ଗଜପତି ଲେଖିଲେ ଚିଠି

ଭୁବନେଶ୍ୱର : କରୋନା ସଂକ୍ରମଣ ଭୟରେ ଚାରିଆଡେ ଲକ୍ ଡାଉନ ଘୋଷଣା ହୋଇଛି । ଏପରି ସ୍ଥିତିରେ ପୁରୀରେ ଘୋଷଯାତ୍ରା କିପରି ହେବ ତାକୁ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଉଛି । ତେବେ ଏ ନେଇ ଶୁକ୍ରବାର ଗଜପତି ମହାରାଜ ଦିବ୍ୟ ସିଂହଦେବ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ଚିଠି ଲେଖିଛନ୍ତି ।…

ସରକାର ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବା ଖବର ଏକ ଗୁଜବ, ସତ୍ୟତା ନାହିଁ

ଭୁବନେଶ୍ୱର: କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ଦେଶବ୍ୟାପୀ ଲକ୍ ଡାଉନ ଜାରି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ବିବିଧ ପ୍ରକାରର ଗୁଜବ ଓ ମିଥ୍ୟା ଖବର ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଏହିଭଳି ସମୟରେ ସରକାରଙ୍କ ପକ୍ଷରୁ ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବେ ବୋଲି ଏକ ମିଛ…

ଲକ୍‌ଡାଉନ : ଖୋର୍ଦ୍ଧା ଜିଲ୍ଲାର ସ୍କୁଲଗୁଡିକରେ ଇ-ଲର୍ଣ୍ଣିଂ ଜରିଆରେ ହେବ ପାଠପଢା

ଭୁବନେଶ୍ୱର: ଲକ୍‌ଡାଉନ ସମୟରେ ସ୍କୁଲ କଲେଜ ବନ୍ଦ ରହିଥିବାରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହୋଇଛି । ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଇ-ଲର୍ଣ୍ଣିଂ ଜରିଆରେ ପାଠପଢା ଆରମ୍ଭ ହେବା ପାଇଁ ଆୟୋଜନ ହୋଇଛି । ଶିକ୍ଷା ସଂଯୋଗ ଆପ୍ ଜରିଆରେ ଦ୍ୱିତୀୟ ଶ୍ରେଣୀରୁ ଦଶମ…

ଲକ୍‌ଡାଉନ ଡାଏରୀ : ଘର, ଘରଣି ଓ ଘରକାମରେ ବ୍ୟସ୍ତ ବ୍ୟଙ୍ଗ କବି ଜ୍ଞାନ ହୋତା

ଭୁବନେଶ୍ୱର: ଲକ୍‌ଡାଉନ ଯୋଗୁଁ ସମସ୍ତେ ଏବେ ଘରେ । ନା ଅଛି ଅଫିସ ଯିବାର ଟେନ୍‌ସନ୍ ନା ଘରୁ ବାହାରକୁ ବାହାରିବାର ମଉକା । ସକାଳୁ ରାତି ଯାଏଁ ଘରେ ବିତୁଛି । ତେବେ ବର୍ତ୍ତମାନ ପରିସ୍ଥିତିରେ କେମିତି କଟୁଛି ବ୍ୟଙ୍ଗ କବି ଜ୍ଞାନ ହୋତାଙ୍କ ଲକ୍‌ଡାଉନ୍ ବେଳା ଆଜି ଜାଣିବା ଲକ୍ ଡାଉନ ଡାଏରୀରେ ।…

ମେ ୩ ଯାଏଁ ବଢିଲା ଲକ୍ ଡାଉନ ଅବଧି

ନୂଆଦିଲ୍ଲୀ: ସାରା ଦେଶରେ ବଢିଲା ଲକ୍ ଡାଉନ ଅବଧି । ଆଜି ଦେଶବାସୀଙ୍କୁ ସମ୍ବୋଧନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ ଡାଉନ ଅବଧିକୁ ମେ ୩ ଯାଏଁ ବୃଦ୍ଧି କରିଛନ୍ତି । ପୂର୍ବରୁ ଘୋଷଣା ହୋଇଥିବା ୨୧ ଦିନିଆ ଲକ୍ ଡାଉନର ଆଜି ଶେଷ ଦିନ ଥିଲା । ମୋଦି ତାଙ୍କ ଅଭିଭାଷଣରେ କହିଥିଲେ…

କଟକରୁ ହଟିଲା କ୍ଲଷ୍ଟର କଂଟେନମେଣ୍ଟ ଜୋନ କଟକଣା

କଟକ: କଟକର ପ୍ରଥମ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହେବାପରେ ସହରର ପଟାପୋଲ ଅଂଚଳରେ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କ୍ଲଷ୍ଟର କଣ୍ଟେନ୍‌ମେଣ୍ଟ ଜୋନ୍ କଟକଣା ରବିବାର ପ୍ରତ୍ୟାହାର କରାଯିବା ନେଇ ନିର୍ଦ୍ଦେଶ ଜାରି କରିଛନ୍ତି ସିଏମ୍‌ସି କମିଶନର । ତେବେ ଏଠାରେ ବତ୍ତମାନ ଚାଲିଥିବା…

ପଂଜାବ ପୋଲିସ ଏଏସ୍‌ଆଇଙ୍କ କଟାହାତ ଯୋଡି ହେଲା

ପଟିଆଲା : ରବିବାର ସକାଳେ ଦୁର୍ବୃତଙ୍କ ଆକ୍ରମଣରେ ପଂଜାବ ପୋଲିସ ଏଏସ୍‌ଆଇ ହରଜିତ୍ ସିଂଙ୍କ କଟି ଯାଇଥିବା ହାତକୁ ପିଜିଆଇ ହସ୍ପିଟାଲରେ ଡାକ୍ତରମାନେ ଯୋଡିବାରେ ସଫଳ ହୋଇଥିବା ସୂଚନା ମିଳିଛି । ଏ ସମ୍ପର୍କରେ ଟ୍ୱିଟ୍‌ରେ ସୂଚନା ଦେଇ ପଂଜାବ ପୋଲିସ ମହାନିର୍ଦ୍ଦେଶକ ପିଜିଆଇର…

ମେରୁଯାତ୍ରା ବନ୍ଦ ନିର୍ଦ୍ଦେଶକୁ ଅବମାନନା କରି ପୋଲସରାରେ ୧୨ ଦଣ୍ଡୁଆ ଅଟକ

ବୁଗୁଡା: ଚାରିଆଡେ ଲକ୍ ଡାଉନ ଘୋଷଣା ହୋଇଥିବା ବେଳେ ଗଂଜାମ ଜିଲ୍ଲାପାଳ ମେରୁ ଯାତ୍ରା ଉପରେ ରୋକ ଲଗାଇଥିଲେ । ତଥାପି କେତେକ ସ୍ଥାନରେ ଶ୍ରଦ୍ଧାଳୁ ପ୍ରଶାସନର ତାଗିଦାକୁ ନ ମାନି ମେରୁ ଯାତ୍ରାରେ ସାମିଲ ହେଉଥିବା ଦେଖିବାକୁ ମିଳିଥିଲା । ରବିବାର ପୋଲସରା ବ୍ଲକର ମାଳତେନ୍ତୁଳିଆ ଓ ସୋଡକ…