Latest Odisha News

BREAKING NEWS

Browsing Tag

LOCKDOWN 3.0

ଆଜିଠୁ ରାଜ୍ୟରେ ଲକଡାଉନ୍-୩.୦, ତିନିଟି ଜିଲ୍ଲାରେ କଟକଣା କୋହଳ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଲାଗୁ ହୋଇଛି ତୃତୀୟ ପର୍ଯ୍ୟାୟ ଲକଡାଉନ୍ । ଆଜିଠାରୁ ୧୬ ଦିନ ଯାଏ ବଳବତ୍ତର ରହିବ । ଜୁନ୍ ୧୭ ତାରିଖ ସକାଳ ୫ଟା ଯାଏ ତାଲାବନ୍ଦ । ଆଜି ସକାଳ ୫ଟାରେ ଦ୍ୱିତୀୟ ପର୍ୟ୍ୟାୟ ଲକଡାଉନ୍ ଶେଷ ହେଉଥିଲା । ତାପୂର୍ବରୁ ଅବଧି ବୃଦ୍ଧି ନେଇ ଘୋଷଣା କରିଥିଲେ ସରକାର ।…

ପ୍ରବାସୀଙ୍କୁ ନିଜ ରାଜ୍ୟରେ ପହଞ୍ଚାଇବା ଲାଗି ସହାୟତା କଲେ ଖୋର୍ଦ୍ଧା ପୋଲିସ

ଖୋର୍ଦ୍ଧା/ଭୁବନେଶ୍ୱର: କରୋନା ମହାମାରୀ ସମୟରେ ବାହାର ରାଜ୍ୟର ଶ୍ରମିକମାନେ ଚାଲି ଚାଲି ନିଜ ରାଜ୍ୟକୁ ଯାଉଥିବା ବେଳେ ଓଡ଼ିଶା ପୋଲିସ ସେମାନଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଏବେ ପୋଲିସ ସହାୟତରେ ବାହାର ରାଜ୍ୟକୁ ଯାଉଛନ୍ତି ହଜାର ହଜାର ପ୍ରବାସୀ ଶ୍ରମିକ । ଏବେ ଲକ୍‌ଡ଼ାଉନ୍ ସମୟରେ…

କରୋନା ସହ ଲଢେଇ: ଭଦ୍ରକ ଜିଲ୍ଲାରେ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲାରେ ୬ଟି ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜିଠାରୁ ଜିଲ୍ଲା ପ୍ରଶାସନର ସମସ୍ତ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ପଦାଧିକାରୀମାନଙ୍କର ଛୁଟି ବାତିଲ୍ କରାଯାଇଛି । Leave of all…

ସଂଗରୋଧର ସଂସାରରେ ସଂସ୍ଥା ଓ ଶ୍ରମସଂସ୍କୃତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଅଦୃଶ୍ୟ କରୋନା ଭୂତାଣୁ ଆକ୍ରମଣରେ ସମଗ୍ର ବିଶ୍ୱ ଥରହର । ଏହି ଅଦୃଶ୍ୟ ଶତ୍ରୁକୁ ନିପାତ କରିବାପାଇଁ ସବୁଦେଶରେ ଗବେଷକମାନେ ଆପ୍ରାଣ ଉଦ୍ୟମ ଚଳାଇ ରଖିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ଏହି ମହାମାରୀ ଭୂତାଣୁର ନିଦାନ ପାଇଁ କୌଣସି ମେଡିସିନ୍…

ଲକଡ଼ାଉନରେ ହେବ ଅନଲାଇନ ପ୍ଲେସମେଣ୍ଟ: ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ: ଦେଶବ୍ୟାପୀ ଲକଡ଼ାଉନ ମଧ୍ୟରେ ପୂର୍ବ ସ୍ନାତକ, ସ୍ନାତକ ତଥା ଡିପ୍ଲୋମା କୋର୍ସ ଛାତ୍ରଛାତ୍ରୀଙ୍କ ଅନଲାଇନ ପ୍ଲେସମେଣ୍ଟ ଡ୍ରାଇଭ କାର‌୍ୟ୍ୟକ୍ରମ ପାଇଁ ଯୋଜନା କରୁଥିବା ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟ ପ୍ଲେସମେଣ୍ଟ ସେଲ୍ ପକ୍ଷରୁ ସୂଚନା ମିଳିଅଛି । ବିଶ୍ୱବିଦ୍ୟାଳୟ…

‘ରୁଚି’ ପକ୍ଷରୁ ହଜାରେ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର: କରୋନା ବିପର୍ଯ୍ୟୟରେ ପ୍ରଭାବିତ ପୁରୀ ଓ ଭୁବନେଶ୍ୱରର ଅନେକ ସହରତଳି ବସ୍ତିରେ ବସବାସ କରୁଥିବା ଅସହାୟ ଓ ବିପନ୍ନ ଲୋକମାନଙ୍କୁ ରୁଚି ମସଲା ଉଦ୍ୟୋଗ ପକ୍ଷରୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇଛି । ଭୁବନେଶ୍ୱରର ହାଇଟେକ୍ ବସ୍ତି, କିନ୍ଦିରିଆ ବସ୍ତି, ପାଣ୍ଡରା, ଭୋଇ…

ତାମିଲନାଡୁରୁ ଆସୁଛି ସ୍ୱତନ୍ତ୍ର ଟ୍ରେନ୍‌; ଆସନ୍ତାକାଲିଠୁ ବଲାଙ୍ଗୀର ସହରରେ କର୍ଫ୍ୟୁ ଘୋଷଣା

ବଲାଙ୍ଗୀର: ବଲାଙ୍ଗୀର ସହରରେ ଆସନ୍ତାକାଲି କର୍ଫ୍ୟୁ ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ । ଗୁରୁବାର ସକାଳ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ସ୍ଥିତି ନେଇ ଆଜି ଘୋଷଣା କରିଛନ୍ତି ବଲାଙ୍ଗୀର ଉପଜିଲ୍ଲାପାଳ । ଗୁରୁବାର ଦିନ ୧୦ଟା ୪୦ରେ ବଲାଙ୍ଗୀର ରେଳ ଷ୍ଟେସନରେ ତାମିଲନାଡୁରୁ…

ମହାରାଷ୍ଟ୍ରରୁ ଭଦ୍ରକରେ ପହଞ୍ଚିଲା ସ୍ୱତନ୍ତ୍ର ଟ୍ରେନ୍‌; ଆସିଲେ ୩୮୭ ପ୍ରବାସୀ

ଭଦ୍ରକ: ଆଜି ମହାରାଷ୍ଟ୍ରର ଥାନେରୁ ଏକ ସ୍ୱତନ୍ତ ଟ୍ରେନ ଭଦ୍ରକ ଷ୍ଟେସନରେ ପହଞ୍ଚିଛି । ଭଦ୍ରକରେ ପହଞ୍ଚିଥିବା ଏହି ଟ୍ରେନରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ପ୍ରାୟ ୩୮୭ ଜଣ ପ୍ରବାସୀ ଓଡ଼ିଆ ଆସିଛନ୍ତି । Train from Thane just arrived at Bhadrak Rly Stn.…

ଲକଡାଉନ୍ ୩.୦: କଟକରେ ମଦ ଦୋକାନ ଖୋଲିବା ନେଇ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହରରେ ମଦ ଦୋକାନ ଖୋଲିବା ପ୍ରସଙ୍ଗରେ ଏକ ପିଟିସନକୁ ଭିତ୍ତିକରି ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟ ନୋଟିସ୍ ପ୍ରଦାନ କରିଛନ୍ତି । କଟକ ସହରର ପ୍ରକାଶ କୁମାର ରାଉତରାଏ ଏବଂ ଅନ୍ୟ ଦୁଇଜଣ ସ୍ଥାନୀୟ ବାସିନ୍ଦାଙ୍କ ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ଅଦାଲତ । ମଙ୍ଗଳବାର ଦିନ…

ଭଦ୍ରକରେ ଖୋଲିଲା ମୋବାଇଲ ସର୍ଭିସ ଓ ରିପ୍ୟାରିଂ ଦୋକାନ

ଭଦ୍ରକ: ଭଦ୍ରକ ଜିଲ୍ଲାରେ କଣ୍ଟେନମେଣ୍ଟ୍ ଜୋନ୍ ବ୍ୟତୀତ ସମସ୍ତ ସ୍ଥାନରେ ଅନୁମତିପ୍ରାପ୍ତ ମୋବାଇଲ୍ ସର୍ଭିସିଂ ଓ ରିପ୍ୟାରିଂ ଦୋକାନ ଖୋଲିଛି । ଏହି ଦୋକାନ ଗୁଡ଼ିକ ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲାଯିବାକୁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି । ଟ୍ୱିଟ୍ ମାଧ୍ୟମରେ…