‘ସାଇକେଲ ଗାର୍ଲ’ ଜ୍ୟୋତି କୁମାରୀଙ୍କୁ ମାଗଣା ଶିକ୍ଷାଦାନ କରିବେ ‘ସୁପର ୩୦’ ପ୍ରତିଷ୍ଠାତା…
ଭୁବନେଶ୍ୱର: ସୁପର ୩୦ ପ୍ରତିଷ୍ଠାତା ଆନନ୍ଦ କୁମାର ସାଇକେଲ ଗାର୍ଲ ଜ୍ୟୋତି କୁମାରୀ ଙ୍କୁ ମାଗଣା ଶିକ୍ଷାଦାନ ର ପ୍ରସ୍ତାବ ଦେଇଥିବା ସୂଚନା ମିଳିଛି।
କୋରନା ଲକ୍ଡ଼ାଉନ ସତ୍ତ୍ୱେ ସୁଦୂର ଗୁରୁ୍ଗ୍ରାମ ଠାରୁ ବିହାର ର ଦରଭଙ୍ଗା ପର୍ଯ୍ୟନ୍ତ ପ୍ରାୟ ୧୨୦୦ କିଲୋମିଟର ନିଜ ଅସୁସ୍ଥ ପିତା ଙ୍କୁ…