କାହାଣୀର ନାଁ ଭୋକର ଭୂଗୋଳ
ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ...
ଦୁଇ ଦିନ ତଳର ଘଟଣା । ଅପ୍ରେଲ ୧୩ ତାରିଖର । ସାଇକେଲରେ କ୍ଷୀର ନେଇ ଯାଉଥିବା ମଣିଷଟିର ସାଇକେଲ କୌଣସି କାରଣରୁ ଓଲଟି ପଡ଼ିଲା । ତାହା ଆଗ୍ରା ସହରର ରାମବାଗ ଚୌରାହର ଘଟଣା । ସବୁତକ କ୍ଷୀର ଢାଳି ହୋଇଗଲା । ଆପଣ ଭାବି…