Latest Odisha News

BREAKING NEWS

Browsing Tag

Lockdown

ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରେ ମଦ, ଲକଡାଉନରେ ବି ଏହି ରାଜ୍ୟରେ ଖୋଲା ରହିବ ମଦ ଦୋକାନ

ଚଣ୍ଡିଗଡ଼: କରୋନା ସଂକ୍ରମଣ ମାମଲା ବଢ଼ି ଚାଲିଥିବା ବେଳେ ଆଉ ଏକ ବିବାଦୀୟ ନିଷ୍ପତ୍ତି ନେଇଛନ୍ତି ପଞ୍ଜାବ ସରକାର । ନିଷ୍ପତ୍ତି ଯଦିଓ ବିବାଦୀୟ ତଥାପି ଏଭଳି ପଦକ୍ଷେପ ଅନେକଙ୍କୁ ଆଶ୍ୱସ୍ତି ଦେଇଛି । ସରକାର ଏଥିରୁ ରାଜସ୍ୱ ମାଧ୍ୟମରେ ଆଶ୍ୱସ୍ତି ପାଇଥିବା ବେଳେ ଲୋକ ମଦରେ ସଉକ ଥିବା ଲୋକଙ୍କ…

ୟୁପିରେ ବଢିଲା ଲକ୍‌ଡାଉନ୍‌ ଅବଧି

ଉତ୍ତରପ୍ରଦେଶ: କୋଭିଡ ମାମଲା ବଢିବା ସହ ରାଜ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ଉତ୍ତରପ୍ରଦେଶ ସରକାର ବୁଧବାର ରାଜ୍ୟରେ ଲାଗୁ ହୋଇଥିବା ଆଂଶିକ କର୍ଫ୍ୟୁକୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମେ’ ୧୫ ଯାଏ ବିହାରରେ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କଲେ ନୀତିଶ

ପାଟଣା: ବିହାରରେ କରୋନାର ବୃଦ୍ଧି ପାଉଥିବା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଲକଡାଉନ୍ ଘୋଷଣା କରିଛନ୍ତି । ମେ’ ୧୫ ଯାଏ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ନୀତିଶ ଟ୍ୱିଟ୍ କରି ଲେଖିଛନ୍ତି, ‘ସହଯୋଗୀ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ପରେ ବିହାରରେ ୧୫ ମେ…

ଲକଡାଉନକୁ ନେଇ କ’ଣ କହିଲେ କମିଶନରେଟ ପୋଲିସ, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ବୁଧବାର ଠାରୁ ଓଡ଼ିଶାରେ ଲକଡାଉନ ଆରମ୍ଭ ହେବାକୁ ଥିବାବେଳେ ଦୋକାନ ଆଗରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ଦୃଷ୍ଟିରେ ରଖି ଦୋକାନ ଆଗରେ ଅଯଥା ଗହଳି ନକରିବାକୁ ଅପିଲ କରିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ ଲକଡାଉନ୍…

ମେ ୫ରୁ ଆନ୍ଧ୍ରପ୍ରଦେଶରେ ଆଂଶିକ ଲକ୍‌ଡାଉନ୍‌

ଆନ୍ଧ୍ରପ୍ରଦେଶ: କୋଭିଡ-୧୯ ମାମଲାରେ କ୍ରମାଗତ ବୃଦ୍ଧି ପରେ ଆନ୍ଧ୍ରପ୍ରଦେଶ ସରକାର ମେ ୫ଠାରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌ କରିବାକୁ ଘୋଷଣା କରିଛନ୍ତି। ଆଜି ଅମରାବତୀର କ୍ୟାମ୍ପ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନ୍ ମୋହନ ରେଡ୍ଡୀ ଏହି…

ପୁଣି ସପ୍ତାହେ ଲାଗି ଲକଡାଉନ୍ ବଢ଼ାଇଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ୨୫ ହଜାର ତଳକୁ ଖସୁ ନାହିଁ । ଦୁଇ ଥରରେ ଲାଗୁ ହୋଇଥିବା ୧୪ ଦିନିଆ ଲକଡାଉନ୍ ସତ୍ତ୍ୱେ ସଂକ୍ରମଣ ହ୍ରାସ୍ ପାଉନାହିଁ । ଫଳରେ ଦିଲ୍ଲୀରେ ଲକଡାଉନକୁ ଆଉ ଏକ ସପ୍ତାହ ଲାଗି ବଢ଼ାଇ ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ରାଜସ୍ଥାନରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି

ରାଜସ୍ଥାନ: ରାଜସ୍ଥାନରେ ପୁଣି ବଢିଲା ଲକ୍‌ଡାଉନ୍‌ ଅବଧି। ରାଜସ୍ଥାନ ସରକାର ଶୁକ୍ରବାର ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌କୁ ଦୁଇ ସପ୍ତାହ ବଢାଇଇ ଦେଇଛନ୍ତି ଏବଂ ଏହାକୁ' ପାଣ୍ଡେମିକ୍ ରେଡ୍ ଆଲର୍ଟ' ଭାବେ ଘୋଷଣା କରିଛନ୍ତି। ଏପ୍ରିଲ ୧୮ରେ, ସରକାର ରାଜ୍ୟରେ ଏକ ଆଂଶିକ ଲକ୍‌ଡାଉନ୍‌ ଘୋଷଣା…

ସ୍ଥିତି ଦେଖି ପ୍ରସ୍ତୁତ ହେଉଛି ଯୋଜନା, ଏବେ ଆବଶ୍ୟକ ନାହିଁ ଲକଡାଉନ୍: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରଣ ୬ ହଜାର ଉପରେ ରହିଛି । ତେବେ, ଅଧିକାଂଶ ରୋଗୀ ହୋମ୍ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି । ଏବେ ରାଜ୍ୟରେ ଉପଲବ୍ଧ ଥିବା ଶଯ୍ୟାରୁ ୪୩ ପ୍ରତିଶତ ଜେନେରାଲ ବେଡ୍, ୬୩ ପ୍ରତିଶତ ICU ବେଡ୍ ଓ ୩୫ ପ୍ରତିଶତ ଭେଣ୍ଟିଲେଟରରେ ରୋଗୀ ଚିକିତ୍ସିତ…

ଆସନ୍ତା କାଲିଠୁ ସୋମବାର ଯାଏ ଗୋଆ ଲକ୍‌ଡାଉନ୍‌

ଗୋଆ: ରାଜ୍ୟରେ ବଢୁଥିବା କୋଭିଡ ସଙ୍କଟକୁ ଦୃଷ୍ଟିରେ ରଖି ଗୋଆରେ ଗୁରୁବାର ସନ୍ଧ୍ୟା ଠାରୁ ଲକ୍‌ଡାଉନ୍‌ ଜାରି ହେବା ନେଇ ଗୋଆ ସରକାର ଘୋଷଣା କରିଛନ୍ତି। ଏହା ସୋମବାର ସକାଳ ପର୍ଯ୍ୟନ୍ତ ଜାରି ରହିବ। ଗୋଆରେ ଲକ୍‌ଡାଉନ୍‌ ସମୟରେ କେବଳ ଜରୁରୀ ସେବା ଖୋଲା ରହିବ। ଗୋଆ ସିଏମ୍ ପ୍ରମୋଦ ସାମନ୍ତ…

ପଜିଟିଭିଟି ହାର୧୫ ପ୍ରତିଶତରୁ ଅଧିକ ଥିବା ୧୫୦ ଜିଲ୍ଲାରେ ହୋଇପାରେ ଲକ୍‌ଡାଉନ୍‌

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଏକ ଉଚ୍ଚ ସ୍ତରୀୟ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କରୋନା ପଜିଟିଭିଟି ହାର୧୫ ପ୍ରତିଶତରୁ ଅଧିକ ଥିବା ପ୍ରାୟ ୧୫୦ଟି ଜିଲ୍ଲାରେ ଲକ୍‌ଡାଉନ୍‌ ଲଗାଇବାକୁ ପ୍ରସ୍ତାବ ଦେଇଛି ବୋଲି ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ରାଜ୍ୟ…