ଆସନ୍ତାକାଲିଠୁ କର୍ଣ୍ଣାଟକ ୧୪ ଦିନ ପାଇଁ ଲକ୍ଡାଉନ୍
କର୍ଣ୍ଣାଟକ:କର୍ଣ୍ଣାଟକ ସରକାର ରାଜ୍ୟରେ ଆସନ୍ତାକାଲିଠୁ ୧୪ ଦିନ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଅର୍ଥାତ୍ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ କର୍ଣ୍ଣାଟକରେ ଲକ୍ଡାଉନ୍ ଲାଗୁ କରାଯାଇଛି। ଗତ କିଛି ମାସ ମଧ୍ୟରେ କରୋନା ମାମଲା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଥିବା…