ପୁରୀର ଶ୍ରୀକ୍ଷେତ୍ର ଲଜ ସିଲ
ପୁରୀ: ଶ୍ରୀଗୁଣ୍ଡିଚା ଯାତ୍ରା ଦିନ SOP ଉଲଂଘନ ଅଭିଯୋଗ | ପୁରୀର ପୁଣି ଏକ ଲଜକୁ ସିଲ କଲା ପ୍ରଶାସନ | ବଳଗଣ୍ଡି ଛକରେ ଥିବା ଶ୍ରୀକ୍ଷେତ୍ର ଲଜକୁ ସିଲ କରାଯାଇଛି | ତେବେ ପୂର୍ବରୁ ଗଙ୍ଗା ଲଜ, ଅକ୍ଷୟପାତ୍ର ଫାଉଣ୍ଡେସନ ଓ ସାଗର ଇନ ଲଜ ସିଲ କରାଯାଇଥିବା ବେଳେ ଆଜି ଶ୍ରୀକ୍ଷେତ୍ର ଲଜକୁ ସିଲ…