Latest Odisha News

BREAKING NEWS

Browsing Tag

Lok sabha

୨୦୨୪ ପୂର୍ବରୁ ହେବ କି ଲୋକସଭା ନିର୍ବାଚନ ? କଣ କହୁଛି ସର୍ଭେ ?

ଭୁବନେଶ୍ୱର: ପାଖାପାଖି ବର୍ଷେ ସମୟ ବାକି ରହିଛି ୨୦୨୪ ଲୋକସଭା ନିର୍ବାଚନକୁ । ଲୋକସଭା ନିର୍ବାଚନ ପୂର୍ବରୁ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ବିଜେପି, କଂଗ୍ରେସ ସହ ଅନ୍ୟ ସମସ୍ତ ରାଜନୈତିକ ଦଳ ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ଗୋଟି ଚାଳନା କରୁଛନ୍ତି । ନରେନ୍ଦ୍ର ମୋଦିଙ୍କ…

ସାରା ଦେଶ ଦେଖୁଛି, ଏକୁଟିଆ ଜଣେ କେତେ ଲୋକଙ୍କ ପାଇଁ ଭାରି ପଡୁଛି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରାଜ୍ୟସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ବିରୋଧୀଙ୍କୁ ଟାର୍ଗେଟ କରି  ମୋଦି କହିଛନ୍ତି, ଆଜି ସାରା ଦେଶ ଦେଖୁଛି, ଜଣେ ଏକୁଟିଆ କେତେ ଲୋକଙ୍କ ଉପରେ…

ଲୋକସଭାରେ ଆସିବ ଇଲେକ୍ସନ୍ ଲ’ ଆମେଣ୍ଡମେଣ୍ଟ ବିଲ୍, ଆଧାର ସହ ଲିଙ୍କ୍ ହେବ ଭୋଟର ଆଇଡି

ନୂଆଦିଲ୍ଲୀ: ୫ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ପ୍ରକ୍ରିୟାରେ ବଡ଼ ସୁଧାର ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଆଜି ଲୋକସଭାରେ ଆଗତ ହେବ ଇଲେକ୍ସନ୍ ଲ’ ଆମେଣ୍ଡମେଣ୍ଟ ବିଲ୍-୨୦୨୧ । ବିଲ୍ ଆଇନରେ ପରିଣତ ହେଲେ ଆଧାର ସହ ଭୋଟର ଆଇଡିକୁ ଲିଙ୍କ୍ କରାଯିବ । ପଳରେ ଜଣେ ମତଦାତା…

କୃଷି ଆଇନକୁ ନେଇ ଲୋକସଭାରେ କଂଗ୍ରେସ ଉପରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଜବାବ ଆଜି ଲୋକସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି ମହାମାରୀ କରୋନାକୁ ମନେ ପକାଇ କଂଗ୍ରେସକୁ ଜୋରଦାର ଟାର୍ଗେଟ୍ କରିଛନ୍ତି । ମୋଦି କୃଷି ଆଇନକୁ ନେଇ ଐତିହାସିକ କହିଛନ୍ତି । କିନ୍ତୁ କଂଗ୍ରେସ କୃଷି ଆଇନକୁ ନେଇ…

ସଂସଦରେ ଆଲୋଚିତ ହେଲା ଭୁବନେଶ୍ୱର ଜଳବନ୍ଦୀ ସମସ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର : ନବନିର୍ବାଚିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପାର୍ଲିଆମେଣ୍ଟରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଛନ୍ତି । “ଆଜି ଲୋକସଭାରେ ଶ୍ରୀମତି ଷଡଙ୍ଗୀ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା ଉଠାଇ କହିଛନ୍ତି ଯେ, ଘଣ୍ଟାଏ ବର୍ଷା ହେଲେ ରାଜଧାନୀ ଭୁବନେଶ୍ୱରରେ…

ମୋଦିଙ୍କ ନୂଆ ମନ୍ତ୍ରୀମାନଙ୍କୁ ଲୋକସଭାରେ ସାଂସଦଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଲୋକସଭାରେ ତାଙ୍କ ନୂତନ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ପରିଚୟ କରାଇଥିବା ନେଇ ପିଟିଆଇ ଗଣମାଧ୍ୟମର ଏକ ରିପୋର୍ଟରୁ ଜଣାପଡିଛି । ବିଧିମୁତାବକ ଭାବେ ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତ୍ରୀମଣ୍ଡଳର ସମସ୍ତ ନୂତନ ସଦସ୍ୟମାନଙ୍କୁ…