Latest Odisha News

BREAKING NEWS

Browsing Tag

lokaseba sadan

କେନ୍ଦ୍ର ନେଉ ଓଡ଼ିଶାର କୋଭିଡ-୧୯ ଦାୟିତ୍ୱ: ସୁରେଶ ପୂଜାରୀ

ନୂଆଦିଲ୍ଲୀ: ଓଡ଼ିଶାରେ କରୋନା ସ୍ଥିତି ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ । ରବିବାର ଲୋକସଭା ଆଲୋଚନାରେ ଭାଗନେଇ ଓଡ଼ିଶାରେ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ, ବିଗିଡି ଯାଇଛି ବୋଲି କହିଥିଲେ ସାଂସଦ…

ସବୁ ପରିସ୍ଥିତିର ସାମ୍ନାକୁ କରିବାକୁ ଭାରତ ପ୍ରସ୍ତୁତ: ରାଜନାଥ

ନୂଆଦିଲ୍ଲୀ: ସଂସଦରେ ଉଠିଲା ଭାରତ-ଚୀନ ବିବାଦ ପ୍ରସଙ୍ଗ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରଖିଲେ ବିବୃତି । କହିଲେ, ଲଦାଖରେ ଯବାନଙ୍କ ମନୋବଳ ବୃଦ୍ଧି କରାଯାଉଛି ।  ଭାରତ-ଚୀନ୍ ସୀମା ବିବାଦ ଏକ ଜଟିଳ ବିବାଦ । ସବୁ ପରିସ୍ଥିତିର ସାମ୍ନା କରିବାକୁ ପ୍ରସ୍ତୁତ ଅଛି ଭାରତ ।…

‘ଲୋକସେବା ଭବନ’ ନାମରେ ନାମିତ ହେବ ରାଜ୍ୟ ‘ ସଚିବାଳୟ’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଏକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ 'ସଚିବାଳୟ'ର ନାମ ବଦଳାଇ ଏହାକୁ 'ଲୋକସେବା ଭବନ' ନାମରେ ନାମିତ କରିବା ପାଇଁ ନବୀନ ଆଜି ବିଧାନସଭାରେ ଘୋଷଣା କରିଛନ୍ତି । ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନାର…