Latest Odisha News
Browsing Tag

loksabha election 2024

ଲୋକସଭା ନିର୍ବାଚନ: ୟୁପିରେ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ସପା

ଲକ୍ଷ୍ନୌ:  ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଜାରି କଲା ପ୍ରାର୍ଥୀଙ୍କ ପ୍ରଥମ ତାଲିକା। କିଏ କେଉଁଠି ନିର୍ବାଚନ ଲଢ଼ିବେ ସପା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ପ୍ରଥମ ପର୍ଯ୍ୟାୟରେ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଯେଉଁଥିରେ ଡିମ୍ପଲ ଯାଦବ, ଧର୍ମେନ୍ଦ୍ର…

ଛତିଶଗଡ: ବିଧାନସଭା ଫର୍ମୁଲା ଲୋକସଭାରେ ଆପଣାଇବ ବିଜେପି 

ରାୟପୁର: ଲୋକସଭା ନିର୍ବାଚନ ଦିନ ଯେତେ ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳ ଗୁଡିକ ମଧ୍ୟ୍ୟ ତାଙ୍କର ନିର୍ବାଚନ ବୈତରଣୀ ପାର୍ କିପରି କରିବେ ସେ ନେଇ କଷୁଛନ୍ତି ଅଙ୍କ। ଛତିଶଗଡରେ ଲୋକସଭା ନିର୍ବାଚନ ପାଇଁ ବିଧାନସଭା ନିର୍ବାଚନ ରଣନୀତି ଆପଣାଇବ ଭାରତୀୟ ଜନତା ପାର୍ଟି। ଲୋକସଭା ନିର୍ବାଚନ ପାଇଁ…

୨୦୨୪ ରେ ବିଜେପିକୁ ଜିତାଇବ କି ରାମମନ୍ଦିର?

ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନଗୁଡିକ ପାଇଁ କଂଗ୍ରେସ ଆଗ୍ରେସିଭ ଢଙ୍ଗରେ ଆଗଉଥିବା ବେଳେ ବିଜେପି ପାଇଁ ଏହା ଚିନ୍ତାର କାରଣ ସାଜିଥିବା କୁହାଯାଉଛି। ଦରଦାମ ବୃଦ୍ଧି ଉପରେ ରୋକ ଲାଗୁ ନ ଥିବାବେଳେ କଂଗ୍ରେସ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ସ୍କିମ ଦ୍ୱାରା ଲୋକଙ୍କୁ…