Latest Odisha News

BREAKING NEWS

Browsing Tag

Loksabha

ଏଣିକି ପ୍ରଶ୍ନପତ୍ର ଲିକ୍ ହେଲେ ମିଳିବ କଠୋର ଶାସ୍ତି, ନୂଆ ନିୟମ ଆଣିଲେ କେନ୍ଦ୍ର ସରକାର 

ନୂଆଦିଲ୍ଲୀ:ଏଣିକି ସାବାଡ ହେବେ ଠକ। ମିଳିବ କଠୋର ଶାସ୍ତି। ଭିନ୍ନ ପ୍ରବେଶିକା ପରୀକ୍ଷାର ପ୍ରଶ୍ନ ପତ୍ର ଲିକ ଓ ଅନିୟମିତତାକୁ ରୋକିବାକୁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ର ସରକାର। ଦୋଷୀଙ୍କୁ ୧୦ ବର୍ଷ ଯାଏ ଜେଲ ସହ ୧ କୋଟି ଟଙ୍କାର ଫାଇନ ଲାଗୁ କରାଯିବ। ସୋମବାର ଏନେଇ ଲୋକସଭାରେ ସର୍ବସାଧାରଣ…

ଏପ୍ରିଲ ୧୬ରେ ହେବନି ଲୋକସଭା ନିର୍ବାଚନ, ସିଇସିଙ୍କ ସୂଚନା

ନୂଆଦିଲ୍ଲୀ: ପାଖେଇ ଆସୁଛି ଦିନ। କେବେ ବାଜିବ ନିର୍ବାଚନୀ ବିଗୁଲ୍? ୨୪ ଲୋକସଭା ନିର୍ବାଚନ କେବେ ହେବ ସେ ନେଇ ଚର୍ଚ୍ଚା ହେଉଥିବା ବେଳେ ଏପ୍ରିଲ ୧୬ରେ ଲୋକସଭା ନିର୍ବାଚନ ହେବ ବୋଲି ସୋସିଆଲ ମିଡିଆରେ ଏ କଥା ବେଶ ଭାଇରାଲ ହେଉଥିଲା। ଯାହାକୁ ଖଣ୍ଡନ କରିଛନ୍ତି ମୁଖ୍ୟ ନିର୍ବାଚନ କମଶନ।…

ବାରମ୍ବାର ଗସ୍ତକୁ ନେଇ ଚର୍ଚ୍ଚା, କଟକ ଲୋକସଭା ଆସନରୁ ପ୍ରାର୍ଥୀ ହେବେ କି ଅଶ୍ଵିନୀ !

କଟକ : ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବାରମ୍ଵାର କଟକ ଗ୍ରସ୍ତ ଏବେ ରାଜନୀତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଗୁରୁବାର କଟକ ରେଳ ଷ୍ଟେସନଠାରେ ଭଦ୍ରକ – ନୟାଗଡ଼ ଟାଉନ – ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରେଳ ମନ୍ତ୍ରୀ। ‌ଆଉ ଏହି ସବୁ କାର୍ଯ୍ୟକ୍ରମ ଗୁଡିକରେ…

ସୋମବାର ଠାରୁ ସଂସଦ ମୌସୁମୀ ଅଧିବେଶନ; ଲୋକସଭା ବାଚସ୍ପତି ଓମ ବିର୍ଲା କଲେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସୋମବାର ୧୮ ତାରିଖ ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଆଜି ସଂସଦ ସଚ୍ଚିବାଳୟରେ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସଂସଦର ଗୁରୁତ୍ୱପୂର୍ଣ୍ଣ ସମୟକୁ ସଠିକ୍ ଭାବେ ଉପଯୋଗ କରିବାକୁ ସମସ୍ତ ଦଳର…

ଆଜମଗଡ଼ରେ ପୁଣି ଯୋଗୀ ଅଖିଳେଶ ଲଢ଼େଇ

ଲକ୍ଷ୍ନୈା: ଉତ୍ତରପ୍ରଦେଶର ସବୁଠୁ ହଟ୍ ସିଟ୍ ଆଜମଗଡ଼ରେ ଆସନ୍ତା ସପ୍ତାହରେ ହେବ ନିର୍ବାଚନ ।  ଆଜମଗଡରେ ହେବାକୁ ଥିବା ଲୋକସଭା ଉପ-ନିର୍ବାଚନରେ ଏସପି ଏବଂ ବିଜେପି ମଧ୍ୟରେ ଚାଲିଛି ଜୋରଦାର ଲଢ଼େଇ । ଅଖିଳେଶ ଯାଦବଙ୍କ ଇସ୍ତଫା ପରେ ଖାଲିଥିବା ଏହି ଆସନରେ ଯୋଗୀଙ୍କ ପ୍ରାର୍ଥୀ ଜିତିବ ନା…

ଲୋକସଭା ଦର୍ଶକଙ୍କ ପାଇଁ ଖୁବ୍ ଶୀଘ୍ର ଖୋଲିବ, କହିଲେ ବାଚସ୍ପତି

ଗୁଆହାଟ୍ଟୀ: ଖୁବ୍ ଶୀଘ୍ର ସାଧାରଣ ଲୋକଙ୍କ ପାଇଁ ଖୋଲିବ ଲୋକସଭା ଦର୍ଶକ ଗ୍ୟାଲେରୀ । କୋଭିଡ ପାଇଁ ଦୁଇ ବର୍ଷ ହେଲାଣି ଏହା ଉପରେ ପ୍ରତିବନ୍ଧକ ଲାଗିଥିଲା । ଏନେଇ ଲୋକସଭା ବାଚସ୍ପତି ଶନିବାର ସୂଚନା ଦେଇଛନ୍ତି । ଗୁଆହାଟ୍ଟୀ ଗସ୍ତରେ ଯାଇ ବାଚସ୍ପତି ଓମ ବିର୍ଲା ଏହି ସୂଚନା ଦେଇଛନ୍ତି ।…

ଦିନକ ଆଗରୁ ସରିଗଲା ସଂସଦର ବଜେଟ ଅଧିବେଶନ, ୧୨୯ ପ୍ରତିଶତ ଫଳପ୍ରଦ

ନୂଆଦିଲ୍ଲୀ: ଆଜି ସରିଲା ସଂସଦର ବଜେଟ ଅଧିବେଶନ । ଧାର୍ଯ୍ୟ ସମୟର ଦିନକ ଆଗରୁ ସରିଯାଇଛି ବଜେଟ ଅଧିବେଶନ । ୨୭ଟି କାର୍ଯ୍ୟ ଦିବସ ଅର୍ଥାତ୍ ୧୭୭ ଘଣ୍ଟା ୫୦ ମିନିଟ ଚାଲିଲା । ଲୋକସଭାରେ ଶେଷ ଦିନ ବାଚସ୍ପତି ଓମ ବିର୍ଲା ଏହି ସୂଚନା ଦେଇଛନ୍ତି । ତା ସହିତ ଏହି ଅଧିବେଶନ ୧୨୯ ପ୍ରତିଶତ ଫଳପ୍ରଦ…

ଲୋକସଭା କମିଟିକୁ ନିର୍ବାଚିତ ହେଲେ ଓଡ଼ିଶାର ୨ ସାଂସଦ

ଭୁବନେଶ୍ୱର: ଲୋକସଭାର ଦୁଇଟି ଭିନ୍ନ ଭିନ୍ନ କମିଟିକୁ ବିଜୁ ଜନତା ଦଳ (ବିଜେଡ଼ି)ର ଦୁଇ ଜଣ ବରିଷ୍ଠ ସାଂସଦ ନିର୍ବାଚିତ ହୋଇଛନ୍ତି । କଟକ ସାଂସଦ ତଥା ବରିଷ୍ଠ ବିଜେଡ଼ି ନେତା ଭର୍ତ୍ତୃହରି ମହତାବ ଲୋକସଭାର ପବ୍ଲିକ୍ ଆକାଉଣ୍ଟସ କମିଟିକୁ ନିର୍ବାଚିତ ହୋଇଛନ୍ତି । “ଲୋକସଭାର ପବ୍ଲିକ୍…