ରାସ୍ତା କଡ଼ରୁ ମିଳିଲା ଲୁଟ ଭୋଟ୍ ବାକ୍ସ
ଜଗତସିଂହପୁର: ରାସ୍ତାକଡ଼ରୁ ମିଳିଲା ଲୁଟ ଭୋଟ୍ ବାକ୍ସ । ଗତକାଲି ଜଗତସିଂହପୁର ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳ ଭୋଟ୍ ବାକ୍ସ ଚୋରି ହୋଇଯାଇଥିଲା। କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀ ବୁଥକୁ କବଜା କରି ନେଇଥିବା ବେଳେ ଆତଙ୍କରାଜ ଖେଳାଇଥିଲେ।
୩୫ରୁ ୪୦ ଦୁର୍ବୃତ୍ତ ପଟସରା ପଞ୍ଚାୟତର…