ରାଜଧାନୀ ଛାତିରେ ଲୁଟେରାଙ୍କ ରାଜୁତି, କୋଟିଏରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍
ଭୁବନେଶ୍ୱର: ଭୁବନେଶ୍ୱର ଡ଼େଲଟା ଛକରେ ଥିବା ସୁନା ଦୋକାନରୁ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀ ନାରାୟଣ ନାମକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । କୋଟିଏରୁ ଅଧିକ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍ ହୋଇଛି । ଚୋରୀ ସାମଗ୍ରୀ ମଧ୍ୟରେ ରହିଛି ୧ କେଜି ସୁନା, ୧୦କେଜି ରୁପା ଓ…