ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ୮୦ ହଜାର ଟଙ୍କା
କାମାକ୍ଷାନଗର: ଦିନ ଦ୍ୱିପ୍ରହରରେ ଲୁଟ୍ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁ ଜଡ଼ାପାଳ ନିକଟରୁ ୮୦ ହଜାର ଟଙ୍କା ଲୁଟ୍ ହୋଇଛି । ଜଣେ ଔଷଧ ହୋଲସେଲ କର୍ମଚାରୀଙ୍କ ଠାରୁ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ୮୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଲୁଟର ଶିକାର…