Latest Odisha News

BREAKING NEWS

Browsing Tag

loot

ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟିଲେ ଦୁର୍ବୁତ୍ତ, ସିସିଟିଭିରେ କଏଦ ଲୁଟର ଦୃଶ୍ୟ

ଖୋର୍ଦ୍ଧା: ବନ୍ଧୁକ ଦେଖାଇ ଓ ବୋମା ଫୁଟାଇ ଲୁଟ୍ । ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି । ଏହିଭଳି ଘଟଣା ଖୋର୍ଦ୍ଧା ଜିଲ୍ଲା ଧଳାପଥର ବଜାରରେ ଥିବା ସୁନା ଦୋକାନରେ ଘଟିଛି । ଲୁଟ୍ ବେଳର ଦୃଶ୍ୟ ଦୋକାନରେ ଲାଗିଥିବା…

ନୂଆପଡ଼ାରେ ଠକେଇର ନୂଆ ତରିକା, ମୋବାଇଲ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡ଼ପ

ନୂଆପଡ଼ା : ନୂଆପଡ଼ାରେ ଠକେଇର ନୂଆ ତରିକା । ମିଠା କଥା କହି ମୋବାଇଲରୁ ସିମ୍ ନେଇ ଲକ୍ଷ ଲକ୍ଷ ଟଙ୍କା ହଡପ ହୋଇଛି । ଏପରି ଏକ ଅଭିଯୋଗ ପରେ ଠକକୁ ଗିରଫ କରିଛି ଖଡ଼ିଆଳ ପୋଲିସ । ଖଡ଼ିଆଳ ଥାନା ଗୋଇମୁଣ୍ଡି ଗାଁର ଭିନ୍ନକ୍ଷମ ଶିକ୍ଷକ ମକରଧ୍ବଜ କାଣ୍ଡ ଓ ଖଡ଼ିଆଳ ସହରର କ୍ଷୀର ନାୟକଙ୍କ ସହ…

ଅଧିକ ଲାଭର ଲୋଭ ଦେଖାଇ ଲୁଟି ନେଲେ ୧୫ ଲକ୍ଷ ଟଙ୍କା

ରାଉରକେଲା : ଅଧିକ ଲାଭର ଲୋଭ ଦେଖାଇ ଲୁଟି ନେଲେ ୧୫ ଲକ୍ଷ ଟଙ୍କା । ଇସ୍ପାତ ନଗରୀ ରାଉରକେଲାରୁ ଆସିଛି ଏଭଳି ଏକ ଘଟଣା । ସେୟାର ମାର୍କେଟରେ ଅଧିକ ଲାଭ ମିଳିବାର ଲୋଭ ଦେଖାଇ ରାଉରକେଲା ସହରର ଜଣେ ଯୁବକଙ୍କ ଠାରୁ ଟଙ୍କା ଠକି ନେଇଛନ୍ତି ଜଣେ ଯୁବକ । ୧୫ ଲକ୍ଷ ୮୧ ହଜାର ଟଙ୍କା ଠକି ନେଇଥିବା…

ବନ୍ଧୁକ ମୁନରେ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍, ପୋଲିସର ତଦନ୍ତ ଜାରି

ଭଦ୍ରକ: ପୁଣି ଲୁଟିଲେ ଦୁର୍ବୃତ୍ତ। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଧିନ ସୁଦର୍ଶନପୁରରୁ ଲୁଟ୍ ହୋଇଛି। ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ, ଚକାଡ଼ୋଳା ସୁନା ଦୋକାନର ତାପସ କୁମାର ସାହୁ ରବିବାର…

ବଣାଇଁ ଗୋପିନାଥପୁର ବସ୍ତିରେ ମାତିଲେ ଲୁଟେରା, ତାଲା ଭାଙ୍ଗି ଚୋରି କରିନେଲେ ମୂଲ୍ୟବାନ ସାମଗ୍ରୀ

ସୁନ୍ଦରଗଡ଼ : ବଣାଇଁ ସହର କନ୍ତଯୋଡି ଗୋପିନାଥପୁର ବସ୍ତିରେ ଲୁଟେରାଙ୍କ ଆତଙ୍କ । ସିମେଣ୍ଟ ଦୋକାନର ତାଲା ଭାଙ୍ଗି ଲୁଟ୍ କରିଛନ୍ତି ଦୁର୍ବୃତ୍ତ । ଏହାସହ ପାଖରେ ଥିବା ଅନ୍ୟ ଜଣଙ୍କ ଘରର ମୁଖ୍ୟ ଫାଟକର ତାଲା ଭାଙ୍ଗି ୨ଟି ସ୍କୁଟି ଓ ବିଭିନ୍ନ ମୂଲ୍ୟବାନ ସାମଗ୍ରୀ ଚୋରି କରିଥିବା ନେଇ ଅଭିଯୋଗ…

ଭଦ୍ରକ ବାସୁଦେବପୁରରେ ସଶସ୍ତ୍ର ଡକାୟତି, ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା ଓ ସୁନା

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗାଁରେ ସଶସ୍ତ୍ର ଡକାୟତି । ଘରର ମୁଖ୍ୟ ଗ୍ରିଲ ଖୋଲିବା ସହ କବାଟ ଭାଙ୍ଗି ଲୁଟପାଟ୍ କରିଛନ୍ତି ଦୁର୍ବୃତ୍ତ । ଘରେ ଏକୁଟିଆ ଥିବା ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ ।…

ବାଇକ ଡିକି ଭାଙ୍ଗି ଦୋକାନ ସମ୍ମୁଖରୁ ସୁନା ଗହଣା ଲୁଟିନେଲେ ଲୁଟେରା

ଭଦ୍ରକ : ବାଇକ ଡିକି ଭାଙ୍ଗି ଦୋକାନ ସମ୍ମୁଖରୁ ସୁନା ଲୁଟିନେଲେ ଲୁଟେରା । ଭଦ୍ରକ ସହରାଞ୍ଚଳ ଥାନା ଛକ ନିକଟରେ ଥିବା ସୁନା ଦୋକାନ ସମ୍ମୁଖରୁ ସୁନା ଚେନ୍ ଲୁଟି ନେଇଛନ୍ତି ଲୁଟେରା । ଏନେଇ ଦୋକାନୀ ଜଣକ ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ହେଲେ ପୋଲିସ ଦୁର୍ବୃତ୍ତଙ୍କ କୌଣସି…

ବିଧାୟକଙ୍କ ଘରୁ ଚୋରି

କଟକ: ବିଧାୟକଙ୍କ ଘରୁ ଚୋରି। କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ବା ବର୍ତ୍ତମାନର ଯୁବ ବିଧାୟକ ସୌଭିକ୍ ବିଶ୍ୱାଳଙ୍କ ମହାନଦୀ ବିହାରସ୍ଥିତ ବାସଭବନରୁ ଗତକାଲି ରାତିରେ ଲୁଟ୍ ହୋଇଛି। ପ୍ରଭାତ ବିଶ୍ୱାଳଙ୍କ ଏକ ଘରୁ ଲ୍ୟାପଟପ୍ ସହ ଏକ ମୋବାଇଲ ଲୁଟି ନେଇଛନ୍ତି କୌଣସି…

ମୁନିଗୁଡ଼ା ଭୈରବ ମନ୍ଦିରରେ ତାଲା ଭାଙ୍ଗି ଲୁଟ୍

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ନିକଟରେ ଭୈରବ ମନ୍ଦିରରୁ ଲୁଟ୍ । ମନ୍ଦିରରେ ପୂଜା ପାଉଥିବା ଅସ୍ତ୍ର ଓ ସୁନା ଅଳଙ୍କାରକୁ କେହି ଦୁର୍ବୃତ୍ତ ତାଲା ଭାଙ୍ଗି ଚୋରି କରିଥିବା ଜଣାପଡିଛି । ଆଜି ସକାଳେ ମନ୍ଦିର ପୂଜକ ପୂଜା କରିବାକୁ ଯିବା ସମୟରେ ମନ୍ଦିରର ମୁଖ୍ୟ ଦ୍ବାର ତାଲା ଭଙ୍ଗା…

ଘର ଭିତରୁ ଲୁଟପାଟ , ଟଙ୍କା ସହ ସୁନା ଗହଣା ଚୋରି

ରାୟଗଡା: ସହରରେ ବଡଧରଣର ଚୋରି  ୩୦ ଲକ୍ଷ ଟଙ୍କା ସମେତ ୧୦୦ ଗ୍ରାମ ସୂନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ । ରାୟଗଡା ସହରର ରୟତ କୋଲନୀ ଷଷ୍ଠ ଲେନରେ ବଡଧରଣର ଚୋରି । ଗୃହ ମାଲିକ ଓ ପରିବାର ଲୋକ ଗାଁକୁ ଯାଇଥିବା ସମୟରେ ଏହି ଚୋରି ଘଟିଛି । ଦୁର୍ବୃତମାନେ ସାଇ ଗଣେଶ ଶର୍ମା ନାମକ ଜଣେ…