Latest Odisha News
Browsing Tag

loot

ରାଜଧାନୀରେ ଲୁଟେରାଙ୍କ ରାଜ୍, କାରରୁ ଲୁଟିଲେ ଟଙ୍କା ଓ ଅଳଙ୍କାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କିଛି ଦୁବୃର୍ତ୍ତ ବୁଧବାର ଦିନ ଏକ କାର୍ ମଧ୍ୟରୁ ପାଖାପାଖି ନଗଦ ୩ ଲକ୍ଷ ଟଙ୍କା ସହ ସୁନା ଗହଣା ଲୁଟ୍ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ନିମାପଡା ଅଞ୍ଚଳରୁ ଜଣେ ଇଞ୍ଜିନିୟର୍ ଭୁବନେଶ୍ୱର ସ୍ଥିତ ପାସପୋର୍ଟ ଅଫିସକୁ ଆସିଥିଲେ । ପରେ ପାସପୋର୍ଟ…

ଅନୁଗୁଳ: ବ୍ୟବସାୟୀଙ୍କ ଠାରୁ ୧.୫ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଶାବଳଭଙ୍ଗା ଗ୍ରାମରେ ଜଣେ ବ୍ୟବସାୟୀଙ୍କ ଠାରୁ ଗୁରୁବାର ଦିନ କିଛି ଦୁର୍ବୃତ୍ତ ପାଖାପାଖି ଦେଢ ଲକ୍ଷ ଟଙ୍କା ଲୁଟ୍ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ଡମ୍ବରୁ ସାହୁ ନାମକ ଜଣେ ବ୍ୟବସାୟୀ ଛେଳି କିଣିବାକୁ ଆଜି ଜରପଡା ଅଞ୍ଚଳକୁ…

ଭୁବନେଶ୍ୱରରେ ଲୁଟେରାଙ୍କ ମରଣାନ୍ତକ ଆକ୍ରମଣ, ମହିଳା ଗୁରୁତର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ କାରଗିଲ୍ ରୋଡରେ ବୁଧବାର ଦିନ ଭୋରରୁ କିଛି ଦୁର୍ବୃତ୍ତ ଜଣେ ମହିଳା ଓ ତାଙ୍କ କର୍ମଚାରୀଙ୍କୁ ଆକ୍ରମଣ କରିବା ସହ ତା’ଙ୍କ ଠାରୁ ସୁନା ଗହଣା ଲୁଟି ନେଇଛନ୍ତି । ପରବର୍ତ୍ତୀ ସମୟରେ ପୋଲିସ ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ…

ଯାଜପୁରରେ ଏଟିଏମ୍ ଲୁଟିଲେ ଦୁବୃର୍ତ୍ତ

ଯାଜପୁର : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟରେ ଥିବା ଏଚଡିଏଫସି ବ୍ୟାଙ୍କ ଏଟିଏମରୁ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଲୁଟ୍ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ସ୍ଥାନୀୟ ବାସିନ୍ଦା ମାନେ ଏଟିଏମ୍ ଭଙ୍ଗା ହୋଇଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ ।…